ନୂଆପଡ଼ା ନିର୍ବାଚନୀ ମଇଦାନରେ ଅଖିଳେଶ ଯାଦବ.

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନରେ ଆଉ ଏଥିଲାଗି ଜମୁଛି ପ୍ରଚାର। ଶେଷ ଦିନରେ ସମାଜବାଦୀ ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ସିଂ ଯାଦବ ନୂଆପଡ଼ା ଜିଲ୍ଲା ଗସ୍ତରେ ଆସିଛନ୍ତି। ସ୍ଥାନୀୟ ପୋଲିସ ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେଇ ସମାଜବାଦୀ ପାର୍ଟି ପ୍ରାର୍ଥୀ ରାମାକାନ୍ତ ହାତୀଙ୍କ ପାଇଁ ଭୋଟ୍ ଭିକ୍ଷା କରିଛନ୍ତି। ଏଥିରେ ସମାଜବାଦୀ ପାର୍ଟି ରାଜ୍ୟ ପ୍ରଭାରୀ ସୁନିଲ ସିଂ ଯାଦବ, ରାଜ୍ୟ ସଭାପତି ଶିବ ହାତୀ ଯୋଗ ଦେଇ ନୂଆପଡ଼ାକୁ ଆମର ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବାକୁ ଆସିନୁ, ଦେଶରେ ବିଜେପିର ବିଜୟ ରଥକୁ ଅଟକାଇବାକୁ ଆସିଛୁ ବୋଲି ବିଏସପି ପ୍ରଭାରୀ ଯାଦବ କହିଛନ୍ତି.

  • jmjnewso

    Related Posts

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଚାପଗ୍ରସ୍ତ ହୋଇ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର ଦିଲ୍ଲୀରୁ ବାହାରି ସକାଳ…

    କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ। ସରକାରଙ୍କ ଅନୁଭବ ହେଉଛି ଯେ ଇସ୍ତଫା ଦେବା…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ