ନିର୍ବାଚନର ପୂର୍ବ ଦିନ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆଇଟି ରେଡ୍

Spread the love

ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି ପ୍ରଚାରର ଶେଷ ଦିନ । ଏହି ସମୟରେ ବିଜେଡି ନେତା ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ କରିଛି । କୋମନା ସ୍ଥିତ ମନୋଜ ମିଶ୍ରଙ୍କ ବାସଭବନରେ ଆୟକର ବିଭାଗର ପକ୍ଷରୁ ଚଢାଉ କରାଯାଇଛି ।

ମନୋଜ ମିଶ୍ର କୋମନା ବ୍ଲକ୍‌ର ପୂର୍ବତନ ବିଜେଡି ଅଧ୍ୟକ୍ଷ ଥିଲେ । ପୂର୍ବରୁ ନୂଆପଡ଼ା ଜିଲ୍ଲା ବିଜେଡି ସଭାପତି ଥିଲେ, ଏବେ ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଅଛନ୍ତି । ନୂଆପଡ଼ା ଉପନିର୍ବାଚନ ପାଇଁ ଟିକେଟ୍‌ର ପ୍ରମୂଖ ଦାବିଦାର ଥିଲେ ମନୋଜ । ଉପନିର୍ବାଚନ ପ୍ରଚାର ଶେଷ ଦିନରେ ମନୋଜ ମିଶ୍ରଙ୍କ ଘରେ ଆୟକର ବିଭାଗର ଚଢାଉ ସାରା ଜିଲ୍ଲାରେ ଚର୍ଚ୍ଚାର ବିଷୟ ପାଲଟିଛି ।

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 32 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 36 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 42 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 36 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 68 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 43 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ