ନଭେମ୍ବର ୨୭ରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ

Spread the love

ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ଚଳିତ ନଭେମ୍ବର ୨୭ ତାରିଖରୁ ଆରମ୍ଭ ହୋଇପାରେ ବିଧାନସଭାର ଶୀତ ଅଧିବେଶନ । ଏନେଇ ରାଜ୍ୟ ପୂର୍ତ୍ତ, ଆଇନ୍ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି। ବିଧାନସଭାର ଶୀତ ଅଧିବେଶନରେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଅତିରିକ୍ତ ବଜେଟ୍ ଉପସ୍ଥାପନ କରିବାର ସମ୍ଭାବନା ରହିଛି।ନୂଆପଡ଼ା ଉପ ନିର୍ବାଚନ ପରେ ବିଧାନସଭାର ଶୀତ ଅଧିବେଶନ ବସିବ ବୋଲି ସୂଚନା ମିଳିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଏଥର ବିଧାନସଭାର ଶୀତ ଅଧିବେଶନକୁ ସମ୍ବୋଧିତ କରିପାରନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶା ଗସ୍ତରେ ଆସିବାର ଅଛି, ଆଉ ଏହି ଗସ୍ତରେ ରାଷ୍ଟ୍ରପତି ରାଜ୍ୟ ବିଧାନସଭାକୁ ସମ୍ବୋଧିତ କରିପାରନ୍ତି। ତେବେ ଏନେଇ କୌଣସି ପ୍ରକାର ବିଧିବଦ୍ଧ ଘୋଷଣା କରାଯାଇନି।

  • jmjnewso

    Related Posts

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ :ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ସହରାଞ୍ଚଳ ପାନୀୟ ଜଳ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 32 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 63 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 22 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 27 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 31 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 75 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ