ନୂଆପଡ଼ା ଉପନିର୍ବାଚନ ବେଳେ ପ୍ରିଜାଇଡିଂ ଅଫିସର୍‌ ସସ୍‌ପେଣ୍ଡ..

Spread the love

ଜେଏମଜେ ବ୍ୟୁରୋ: ନୂଆପଡ଼ା କୁଳିଆବନ୍ଧ ୩୬ ନଂ ବୁଥ୍‌ର ପ୍ରିଜାଇଡିଂ ଅଫିସର ଧନଞ୍ଜୟ ମଲ୍ଲିକ ସସ୍‌ପେଣ୍ଡ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିବାରୁ କାର୍ଯ୍ୟାନୁଷ୍ଠାନ। ପ୍ରେସମିଟ୍ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ।
ସିଇଓ କହିଛନ୍ତି ଯେ, ଶାନ୍ତି ଶୃଙ୍ଖଳାର ସହ ଭୋଟିଂ ଚାଲିଛି। ସିସିଟିଭିରେ ମନିଟର କରାଯାଉଛି। ସକାଳ ୭ଟାରୁ ଭୋଟିଂ ପ୍ରକ୍ରିୟା ଆରମ୍ଭ ହୋଇଛି। ୯ଟା ସୁଦ୍ଧା ୧୪.୯୯% ଭୋଟିଂ ହୋଇଛି। ୮ଟି ବୁଥ୍‌ରେ ଅପରାହ୍ନ ୪ଟାରେ ଭୋଟିଂ ସରିବ। ବାକି ସ୍ଥାନରେ ଅପରାହ୍ନ ୫ଟା ଯାଏଁ ଭୋଟିଂ ଚାଲିବ।
ତେବେ ପ୍ରିଜାଇଡିଂ ଅଫିସର ସସ୍‌ପେଣ୍ଡ ପରେ ବିଭାଗ ଦ୍ବାରା ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ହେବ। ଭୋଟ୍‌ର ଗୋପନୀୟତା ଉଲ୍ଲଙ୍ଘନ କରିଥିବାରୁ କାର୍ଯ୍ୟାନୁଷ୍ଠାନ ହେବ। ଶାନ୍ତିଶୃଙ୍ଖଳାର ସହ ଭୋଟିଂ ଚାଲିଛି, ସିସିଟିଭିରେ ମନିଟର କରାଯାଉଛି। ଲୋକଙ୍କ ନିକଟରୁ ଏଯାବତ୍ କୌଣସି ଅଭିଯୋଗ ଆସିନି।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟସଭା ନିର୍ବାଚନରେ କ୍ରସ ଭୋଟିଂ ମାମଲା । ଆଜି ହାଇକୋର୍ଟ ରେ ହେବ ଶୁଣାଣି । କ୍ରସ ଭୋଟିଂ କରିଥିବା ୮ ଜଣ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବିଜେଡି ପକ୍ଷରୁ…

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    Leave a Reply

    Your email address will not be published. Required fields are marked *

    You Missed

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 20 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 44 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 84 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 28 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ