ଶହୀଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ବିଧାୟକ

Spread the love

ବ୍ରହ୍ମପୁର (ଜେଏମଜେ ନ୍ୟୁଜ): ଜମ୍ମୁ କଶ୍ମୀରର ଉଧମପୁରରେ କାର୍ଯ୍ୟରତ ଜଣେ ଓଡ଼ିଆ ବିଏସ୍ଏଫ୍ ଯୱ।ନ ଙ୍କ ଅକାଳ ବିୟୋଗ ଘଟିଥିଲା। ମୃତକ ଯବାନ୍ ହେଲେ ବ୍ରହ୍ମପୁର ଅଯୋଧ୍ୟା ନଗର ତୃତୀୟ ଲାଇନ୍ ନିବାସୀ ଅବସରପ୍ରାପ୍ତ ଶିକ୍ଷକ ସ୍ବର୍ଗତ କୃଷ୍ଣଚନ୍ଦ୍ର ଜେନାଙ୍କ ପୁଅ ନାରାୟଣ ଚନ୍ଦ୍ର ଜେନା।

୧୯୯୭ ମସିହାରେ ନାରାୟଣ ବିଏସ୍ଏଫ୍‌ରେ ଯୋଗ
ଦେଇଥିଲେ| ବର୍ତ୍ତମାନ ସେ ଜମ୍ମୁକାଶ୍ମୀର ସ୍ଥିତ ଉଧମପୁରରେ କାର୍ଯ୍ୟରତ ଥିଲେ | କିଛି ଦିନ ସେ ଅସୁସ୍ଥ ଥିଲେ | ଗତକାଲି ସ୍ବାସ୍ଥ୍ୟବସ୍ଥା ବିଗିଡ଼ିବା ବା କାରଣରୁ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ କରାଯାଇଥିଲା | ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲା ଆଜି ପାର୍ଥିବ ଶରୀର ଅଯୋଧ୍ୟା ନଗର ସ୍ଥିତ ବାସଭବନରେ ପହଞ୍ଚିବା ପରେ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର ଏବଂ ବିଜେପି ଜିଲ୍ଲା ଉପସଭାପତି ରାମ କୁମାର ପାତ୍ର ପହଂଚି ଅନ୍ତିମ ଦର୍ଶନ କରି ଅମର ଆତ୍ମା ର ସତଗତି ପାର୍ଥନା କରିବା ସହିତ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଓ ସକାକୁଳ ପରିବାର କୁ ଶାନ୍ତନ। ଦେବା ସହିତ ମହାପ୍ରଭୁ ଶ୍ରୀ ଜଗନ୍ନାଥ ଶକ୍ତି ପ୍ରଦାନ କରିବା ପାଇଁ ପାର୍ଥନାକରିଥିଲେ | ଏହି ଖବର ପରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ଶହ ଶହ ଅଂଚଳ ବାସିନ୍ଦା ଦୁଖଃଦ ସମୟରେ ସ୍ୱର୍ଗତ ଜେନା ଙ୍କ ପରିବାରଙ୍କୁ ସାନ୍ତ୍ୱନା। ଦେବା ସହ.. ମର ଶରୀର କୁ ଗାର୍ଡ ଅଫ ଅନର ଦେଇଥିଲେ

ବ୍ରହ୍ମପୁରରୁ ତପେନ୍ଦ୍ର ଡାକୁଆଙ୍କ ରିପୋର୍ଟ.

  • jmjnewso

    Related Posts

    ଜନତା ମାଗେ ଜବାବ 30 ଜୁଲାଇ 2026

    Spread the love

    Spread the love

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    Leave a Reply

    Your email address will not be published. Required fields are marked *

    You Missed

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଧର୍ମେନ୍ଦ୍ର ଓଡ଼ିଶା ଆସିବା ପରେ ଭାଜପା ନେତାଙ୍କ ସହ ବଡ଼ ବୈଠକ କଲେ ମୁଖ୍ୟମନ୍ତ୍ରୀ

    ଜନତା ମାଗେ ଜବାବ 30 ଜୁଲାଇ 2026

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ