ନୂଆପଡା ରେ ୧୪ ତାରିଖ ଦିନ ହେବ ଭୋଟ୍ ଗଣତି।

Spread the love

ଜେଏମଜେ ବ୍ୟୁରୋ : ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ୮୧.୯୪ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଆର୍.ଏସ୍‌, ଗୋପାଳନ୍। ଗତକାଲି ନୂଆପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଉପନିର୍ବାଚନରେ ଶାନ୍ତିପୂର୍ଣ୍ଣ ମତଦାନ ଶେଷ ହୋଇଥିଲା। ଆଉ ୧୪ ତାରିଖ ଦିନ ହେବ ଭୋଟ୍ ଗଣତି।

ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ହେବେ ଭୋଟ୍‌ ଗଣତି। ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ଗଣତି ନେଇ ଜିଲ୍ଲାପାଳ ଦେଇଛନ୍ତି ସୂଚନା। ଇନ୍ନର କର୍ଡନ ଦାୟିତ୍ବରେ ରହିବେ ସିଏପିଏଫ୍‌, ପୋଲିସ ମଧ୍ୟ ରହିବେ। ମୋଟ ୧୪ଟି ଟେବୁଲ୍‌ରେ ୨୬ ରାଉଣ୍ଡ ଗଣତିର ବ୍ୟବସ୍ଥା ହୋଇଛି। ସକାଳ ୮ଟାରେ ପୋଷ୍ଟାଲ, ସାଢ଼େ ୮ରେ ଇଭିଏମ୍‌ ଖୋଲିବ।

ନୂଆପଡ଼ାବାସୀ ନିଜ ନେତା ବାଛିବା ପାଇଁ ମତଦାନ କରି ସାରିଛନ୍ତି। ର୍ସ୍ବଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ, ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ, କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀଙ୍କ ସହ ୧୪ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଇଭିଏମ୍‌ରେ ବନ୍ଦ ରହିଛି। ଆସନ୍ତା ୧୪ ତାରିଖରେ ନୂଆପଡ଼ା ନ୍ୟାସନାଲ୍‌ କଲେଜରେ ଭୋଟ ଗଣତି ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇଛି।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 43 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 84 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 25 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 31 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 85 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ