ଆଇନ ସେବା ପ୍ରାଧିକରଣ ପକ୍ଷରୁ ଶିଶୁଦିବସ ପାଳନ ସହ ସଚେତନତା ଶିବିର ଅନୁଷ୍ଠିତ

Spread the love

ଜେଏମଜେ ବ୍ୟୁରୋ : ରାଜ୍ୟ ଆଇନ ସେବା ପ୍ରାଧିକରଣ ପକ୍ଷରୁ ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ ତଥା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅଶାନ୍ତ କୁମାର ଦାସଙ୍କ ନିର୍ଦ୍ଦେଶନାରେ ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକଙ୍କ ପରିଚାଳନାରେ ଓଡିଶା ଆଦର୍ଶ ବିଦ୍ୟାଳୟ, ଶାସନ ଆମ୍ବ ଗାଁ, ହିଞ୍ଜିଳିକାଟୁ ପରିସରରେ ଶୁକ୍ରବାର ଶିଶୁ ଦିବସ ପାଳନ ସହ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି l ମୌଳିକ ଅଧିକାର, ପୋକସୋ ଆକ୍ଟ, ପୋସ ଆକ୍ଟ, ଜେଜେ ( ସିପିସି )ଆକ୍ଟ ଉପରେ ଏହି ସଚେତନତା ଶିବିର ରେ ଆଲୋଚନା ହୋଇଥଲା l ଆଇନ ସେବା ପ୍ରାଧିକରଣ ସଚିବ ବ୍ୟୋମକେଶ ନାୟକ, ଆଦର୍ଶ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ପ୍ରମୁଖ ଉପସ୍ଥିତ ଥିବା ଦେଖିବାକୁ ମିଳିଛି l କାର୍ଯ୍ୟକ୍ରମ ଶେଷରେ ଶ୍ରୀ ସନ୍ଦୀପ କୁମାର ସାହୁ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମଟି ସଫଳତାର ସହିତ ସଚିବ ଡିଏଲଏସଏ, ଗଞ୍ଜାମଙ୍କ ଦ୍ୱାରା ପରିଚାଳିତ ହୋଇଥିଲା।

ତପେନ୍ଦ୍ର ଡାକୁଆଙ୍କ ରିପୋର୍ଟ

  • jmjnewso

    Related Posts

    ବିଧାୟିକାଙ୍କ ଅଭିଯୋଗକୁ SPଙ୍କ ଖଣ୍ଡନ…

    Spread the love

    Spread the love-ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ କଳାହାଣ୍ଡି ଏସ୍‌ପିଙ୍କ ଖଣ୍ଡନ-ପରିବାର ଲୋକଙ୍କୁ ଗାଳିଗୁଲଜ ନେଇ କରିଥିବା ଅଭିଯୋଗ ଠିକ୍‌ ନୁହେଁ-ନିୟମ ଅନୁସାରେ ପୋଲିସ ବିଧାୟକଙ୍କ ସ୍ବାମୀକୁ ପଚରାଉଚରା ପାଇଁ ଯାଇଥିଲା

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!