ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବୀ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା

Spread the love

ଜେଏମଜେ ବ୍ୟୁରୋ : ଆଜି କୋରାପୁଟ ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବୀ କମିଟି ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଆଜି ସକାଳୁ ସକାଳୁ ଦଳଗତ ନିର୍ବିଶେଷରେ ଏକତ୍ରିତ ହୋଇ ସମସ୍ତ ଲକ୍ଷ୍ମୀପୁର , କୋରାପୁଟ ରୁ ଯାଉଥିବା ଜାତୀୟ ରାଜପଥ କୁ ଅବରୋଧ କରିବା ସହ ଦଶମନ୍ତପୁର, ବନ୍ଧୁଗାଁ, ନାରାୟଣ ପାଟନା , ସୁନାବେଡ଼ା, ସେମିଳିଗୁଡା, ଏବଂ ଦାମନଯୋଡି ଇତ୍ୟାଦି ଅଂଚଳ ରେ ବନ୍ଦ କୁ ସଫଳ କରି ଥିବା ଦେଖିବାକୁ ମିଳିଛି। ବିଭିନ୍ନ ସ୍ଥାନର ମୁଖ୍ୟ ରାସ୍ତା ଗୁଡିକ ଅବରୋଧ କରିବା ଯୋଗୁଁ ବିଭିନ୍ନ ସ୍ଥାନରେ ନିଜ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାଆସିବା କରୁଥିବା ଯାତ୍ରୀମାନେ ନାହିଁନଥିବା ସମସ୍ୟା ସହ ଅସୁବିଧାର ସମ୍ମୁଖୀନ ଭୋଗୁଛନ୍ତି। ଗାଡ଼ି ମୋଟର ଚଳାଚଳ ସହ ଶିକ୍ଷା ଅନୁଷ୍ଠାନ ବଜାର ମଧ୍ୟ ବନ୍ଦ ରହିଛି। ଏଥିରେ କେବଳ ମେଡିକାଲ ଆମ୍ବୁଲାନ୍ସ ଏବଂ ପୋଲିସ ଗାଡିକୁ ଛାଡିଦେଲେ ଆଉ କୋୖଣସି ଗାଡ଼ିକୁ ଛଡ଼ା ଯାଉନାହିଁ। ଆନ୍ଦୋଳନ କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା, ତାରା ବାହିନୀପତି
କୋରାପୁଟ ରୁ ତପନ ହିଆଲ ଙ୍କ ରିପୋର୍ଟ jmj ନ୍ୟୁଜ

  • Related Posts

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    Spread the love

    Spread the loveଜେଏମଜେ ବ୍ୟୁରୋ : କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ, ନିରବୀ ଯାଇଛି ପ୍ରଶାସନ..ବଜାରରେ ବିକ୍ରି ହେଉଥିବା କଦଳୀରେ ମିଶାଯାଉଛି ଇଥୋପନ୍ ଭଳି ବିଷାକ୍ତ ରସାୟନ । ତେଣୁ ଜିଲା ପ୍ରଶାସନ କଦଳୀ ଗୋଦାମ ଉପରେ ଚଢାଉ…

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    Spread the love

    Spread the loveଜେଏମଜେ ବ୍ୟୁରୋ : ଆଜି ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର ‘ନୂଆଁଖାଇ’ ଉତ୍ସବ ପାଳନ କରାଯିବ । ଏଥିଲାଗି ସ୍ୱତନ୍ତ୍ର ଡକରା ପାଇ ନୂଆଦିଲ୍ଲୀ ଗସ୍ତ କରିଛନ୍ତି ଓଡ଼ିଶାର ୫ଟି ସାଂସ୍କୃତିକ ଦଳ । ସେ ଭିତରେ ରହିଛନ୍ତି ଅବିଭକ୍ତ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ