କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି!

Spread the love

ଜେଏମଜେ ବ୍ୟୁରୋ : ସାପ କାମୁଡ଼ା ମୃତ୍ୟୁ ପାଇଁ କ୍ଷତିପୂରଣ ରାଶି ୧୦ ଲକ୍ଷକୁ ବୃଦ୍ଧି ସମ୍ଭାବନା।ସୂଚନା ଦେଲେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।ଏବେ ୪ ଲକ୍ଷ ମିଳୁଛି କ୍ଷତିପୂରଣ, ୧୦ ଲକ୍ଷ ବୃଦ୍ଧି ସୁପାରିସ୍‌।ଏନେଇ ସୁପ୍ରିମକୋର୍ଟ ଙ୍କ ଗାଇଡଲାଇନ୍‌ ଆସିଥିବା ସୂଚନା।ସୁପ୍ରିମକୋର୍ଟ ନିଦ୍ଧିଷ୍ଟ ମାମଲାରେ ନିର୍ଦ୍ଧେଶ ଦେଇଛନ୍ତି- ସୁରେଶ ପୂଜାରୀ।ବଜ୍ରାଘାତ ଓ ପାଣିରେ ବୁଡ଼ି ମୃତ୍ୟୁ ପାଇଁ ମଧ୍ୟ ସମାନ କ୍ଷତିପୂରଣ ମିଳିବ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026