ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

Spread the love


ପାତ୍ରପୁର, (ଜେଏମଜେ ନ୍ୟୁଜ): ପାତ୍ରପୁର ବ୍ଲକର ବିଭିନ୍ନ ଗ୍ରାମରେ ମଙ୍ଗଳବାର ତିନିଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରା କରିଛନ୍ତି । ପ୍ରଥମେ ପଦାଦିଗି ଗ୍ରାମରେ ବିଧାୟକ ଓ ସାଂସଦ ପ୍ରତିନିଧି ମୀନା ଦ୍ୟାନ ସାମନ୍ତରା, ପାତ୍ରପୁର ବ୍ଲକ୍ ଅଧ୍ୟକ୍ଷା ୱାଇ. ସଂଯୁକ୍ତା, ଉପାଧ୍ୟକ୍ଷ ଅନାଦି ଚରଣ ପଣ୍ଡିତ ପ୍ରମୁଖ ପହଂଚିବା ପାରେ ଗ୍ରାମବାସିଙ୍କ ପକ୍ଷରୁ ବାଣ ଫୁଟାଇ, ବାଜା ବଜାଇ ଭବ୍ୟ ସ୍ୱାଗତ କରାଯାଇଥିଲା ।

ପରେ ପଦାଦିଗି ଗ୍ରାମର ବଗି ନାଳ ଉପରେ ସେତୁ ଉଦ୍‌ଘାଟନ କରିଥିବା ବେଳେ ଖରଣୀପଡା ହାଇସ୍କୁଲ ରାସ୍ତାର ଶିଳାନ୍ୟାସ ପକାଇଛନ୍ତି । ସେହିଭଳି ଅପରାହ୍ନରେ ପୂର୍ତ୍ତ ରାସ୍ତା ଠାରୁ ମହୁଲପଡା ଗ୍ରାମକୁ ରାସ୍ତା ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ଦେଇଛନ୍ତି । ଉକ୍ତ କାର୍ଯ୍ୟକ୍ରମ ବିଭାଗୀୟ ଅଧିକାରୀ ସମ୍ବିତ କୁମାର ଜେନା, କନିଷ୍ଠ ଯନ୍ତ୍ରୀ ପିତବାସ ନାୟକଙ୍କ ସମେତ ସରପଞ୍ଚ ଏନ. ତ୍ରିପତି, ଗୌରାଙ୍ଗ ପ୍ରଧାନ, ଅଶୋକ ପଣ୍ଡା, ଶିବାନନ୍ଦ ଆଚାରୀଙ୍କ ସହ ଶତାଧିକ ନେତା ଓ କର୍ମୀ ଉପସ୍ଥିତ ଥିଲେ ।

ତପେନ୍ଦ୍ର ଡାକୁଆଙ୍କ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍