ଗଞ୍ଜାମ ଜିଲାର ନୂତନ ଏସପି ଦାୟିତ୍ୱ ନେଲେ ଶୁଭେନ୍ଦୁ କୁମାର ପାତ୍ର

Spread the love

ଜେଏମଜେ ବ୍ୟୁରୋ : ଗଞ୍ଜାମ ଜିଲାର ନୂତନ ଏସପି ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ଶୁଭେନ୍ଦୁ କୁମାର ପାତ୍ର। ୨୦୧୯ ବ୍ୟାଚର ଯୁବ ଆଇପିଏସ ଅଫିସର ଆଜି ଯୋଗ ଦେବା ପରେ ପୁଲିସ ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ପୁଷ୍ପଗୁଛ ଦେଇ ସ୍ୱାର୍ଗତ କରିଛନ୍ତି। ପୂର୍ବରୁ ସେ କନ୍ଧମାଳରେ ଏସପି ଭାବେ କାର୍ଯ୍ୟ କରିଛନ୍ତି। ଏସପି ଶୁଭେନ୍ଦୁ କୁମାର ପାତ୍ର କହିଛନ୍ତି, ଗଞ୍ଜାମ ଜିଲ୍ଲା ଏକ ଧାର୍ମିକ କ୍ଷେତ୍ର।

ଏଠାରେ ସେବା କରିବାର ସୁଯୋଗ ମିଳିଥିବାରୁ ରାଜ୍ୟ ସରକାରଙ୍କୁ ଧନ୍ୟବାଦ, ଏବେ ପାର୍ବଣ ଋତୁ ଚାଲିଥିବାରୁ ଶାନ୍ତି ଶୃଙ୍ଖଳାରେ କିପରି ଶେଷ ହେବ ସେ ଦିଗରେ ଆମେ କାମ କରିବୁ। ଗଞ୍ଜାମରେ ଅପରାଧି ସମସ୍ୟାକୁ ଦକ୍ଷତାର ସହିତ ମୁକାବିଲା କରିବା ସହ ଆଇନ ଶୃଙ୍ଖଳା ସ୍ଥିତି ଉପରେ ଅଧିକ ଧ୍ୟାନ ଦିଆଯିବ। ଅପରାଧ ମୁକ୍ତ ଗଞ୍ଜାମ ସମେତ ନାଗରିକମାନଙ୍କୁ ସରକ୍ଷା ଯୋଗାଇବା ସହ ଶାନ୍ତି ଶୃଙ୍ଖଳା ଉପରେ ଅଧିକରୁ ଅଧିକ ଫୋକସ ରହିବ ବୋଲି କହିଛନ୍ତି।

  • Related Posts

    ବିଧାୟିକାଙ୍କ ଅଭିଯୋଗକୁ SPଙ୍କ ଖଣ୍ଡନ…

    Spread the love

    Spread the love-ବିଧାୟିକା ମନୋରମା ମହାନ୍ତିଙ୍କ ଅଭିଯୋଗକୁ କଳାହାଣ୍ଡି ଏସ୍‌ପିଙ୍କ ଖଣ୍ଡନ-ପରିବାର ଲୋକଙ୍କୁ ଗାଳିଗୁଲଜ ନେଇ କରିଥିବା ଅଭିଯୋଗ ଠିକ୍‌ ନୁହେଁ-ନିୟମ ଅନୁସାରେ ପୋଲିସ ବିଧାୟକଙ୍କ ସ୍ବାମୀକୁ ପଚରାଉଚରା ପାଇଁ ଯାଇଥିଲା

    ଅର୍ଥନୀତି ବିଭାଗର ଜାତୀୟ ସମ୍ମିଳନୀ ଉଦଯାପିତ

    Spread the love

    Spread the loveଗୋପାଳପୁର: ଜେଏମଜେ ନ୍ୟୁଜ (ବିଭୁତି ଶତପଥୀ ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନୂତନ ସମ୍ମିଳନୀ କକ୍ଷରେ ଅର୍ଥନୀତି ବିଭାଗ ଓ ସେଣ୍ଟର ଅଫ ସୋସିଆଲ ଏସକେଲୁସନ ଏଣ୍ଡ ଇଂକ୍ଲୁସିବ ପଲିସି ଏବଂ ଓଡ଼ିଶା ସରକାରଙ୍କ ପି ଏମ -ଉଷା ମିଳିତରେ…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!