ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ

Spread the love

ଜେଏମଜେ ବ୍ୟୁରୋ : ସିଜେଆଇ ଭାବେ ଶପଥ ନେଲେ ଜଷ୍ଟିସ ସୂର୍ଯ୍ୟକାନ୍ତ। ସୁପ୍ରିମକୋର୍ଟର ୫୩ ତମ ଚିଫ୍ ଜଷ୍ଟିସ ଭାବେ ନେଇଛନ୍ତି ଦାୟିତ୍ୱ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ସିଜେଆଇ ବିଆର ଗବାଇଙ୍କ କାର୍ଯ୍ୟକାଳ ଶେଷ ହୋଇଛି ।ଜଷ୍ଟିସ ସୂର୍ଯ୍ୟକାନ୍ତଙ୍କ ଶପଥ ଗ୍ରହଣ ଉତ୍ସବରେ ଭୁଟାନ, କେନିଆ, ମାଲେସିଆ, ମରିସସ୍‌, ନେପାଳ ଓ ଶ୍ରୀଲଙ୍କା ଭଳି ଦେଶର ପ୍ରଧାନ ବିଚାରପତି ଓ ଅନ୍ୟ ବିଚାରପତି ଏବଂ ସେମାନଙ୍କ ପରିବାର ସଦସ୍ୟ ଯୋଗ ଦେଇଛନ୍ତି ।୧୦ ଫେବୃଆରୀ, ୧୯୬୨ରେ ହରିୟାଣାର ହିସାର ଜିଲ୍ଲାର ଏକ ମଧ୍ୟବିତ୍ତ ପରିବାରରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ସୂର୍ଯ୍ୟକାନ୍ତ।ସୂଚନା ଯୋଗ୍ୟ ଯେ ୨୪ ମେ ୨୦୧୯ରେ ସେ ସୁପ୍ରିମକୋର୍ଟର ବିଚାରପତି ଭାବରେ ନିଯୁକ୍ତ ହୋଇଥିଲେ। ଏହା ପୂର୍ବରୁ ସେ ହିମାଚଳ ପ୍ରଦେଶ ହାଇକୋର୍ଟର ମୁଖ୍ୟ ବିଚାରପତି ଥିଲେ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 34 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 67 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 29 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 78 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ