ବିଜେଡିକୁ ବଡ଼ ଝଟକା: ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ବିଜେଡିର ପଦ ଛାଡ଼ିଲେ ସାଂସଦ ଦେବାଶିଷ ସାମନ୍ତରାୟ । ସିନିୟର୍ ସିଟିଜେନ୍ ସେଲ୍‌ ଉପସଭାପତି ପଦରୁ ଆଜି ଇସ୍ତଫା ଦେଲେ ଦେବାଶିଷ ।

ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇଲେ ଇସ୍ତଫାପତ୍ର ।ତାଙ୍କୁ ଗୁରୁତ୍ୱ ଦେଉନଥିବାରୁ ପଦବୀ ଛାଡ଼ିଥିବା ଇସ୍ତଫାପତ୍ରରେ ଉଲ୍ଲେଖ କରିଛନ୍ତି । ବିଜୁ ବାବୁଙ୍କ ଆଦର୍ଶରେ ଆଉ ଦଳ ଚାଲୁନଥିବା ଚିଠିରେ ଦର୍ଶାଇଲେ । ଏବେ ଦେବାଶିଷଙ୍କ ଗତି କେଉଁଆଡେ ରହିବ ସେନେଇ ଜୋର ଧରିଛି ଚର୍ଚ୍ଚା ।

  • jmjnewso

    Related Posts

    UPI କାରବାର ନେଇ ଆସିଲା ନୂଆ ନିୟମ

    Spread the love

    Spread the loveନୂଆଦିଲ୍ଲୀ:ଜେଏମଜେ ନ୍ୟୁଜ : ଡିଜିଟାଲ୍ ଇଣ୍ଡିଆ ଯୁଗରେ ୟୁନିଫାଏଡ୍ ପେମେଣ୍ଟ୍ସ ଇଣ୍ଟରଫେସ୍ ବା ୟୁପିଆଇ ଏବେ ପ୍ରତ୍ୟେକ ବ୍ୟକ୍ତିଙ୍କ ଦୈନନ୍ଦିନ ଜୀବନର ଏକ ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଛି। ୟୁପିଆଇ କାରବାର ଉପରେ ଚାର୍ଜ ଲାଗିବା ନେଇ ଲୋକଙ୍କ ମନରେ…

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 34 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 70 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    • By jmjnewso
    • September 17, 2026
    • 24 views
    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    • By jmjnewso
    • September 17, 2026
    • 30 views
    ଲୋକସେବା ଭବନରେ ଜିଲ୍ଲା ଉନ୍ନୟନ ସମୀକ୍ଷା

    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    • By jmjnewso
    • September 17, 2026
    • 33 views
    ସେବା ସଂକଳ୍ପ ଅଭିଯାନ: ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ୩୦ ଜିଲ୍ଲାରେ ଜଳିଲା ଏକ କୋଟି ଦୀପ

    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ

    • By jmjnewso
    • September 17, 2026
    • 78 views
    କବିସୂର୍ଯ୍ୟନଗର ରେ ସେବା ସଂକଳ୍ପ ଅଭିଯାନ