ଶିଳ୍ପ ମନ୍ତ୍ରୀ କହିଲେ ଇତିହାସ ହୋଇ ରହିଯିବ ବିଜେଡି.

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟ ଉପସଭାପତି ପଦ ଅଗ୍ରାହ୍ୟ କରିବା ପରେ ସାରା ରାଜ୍ୟରେ ଚର୍ଚ୍ଚା ଜୋରଦାର ହେଉଛି । କିଛି ବିଜେଡି ନେତା ଏହାକୁ ସମର୍ଥନ କରୁଥିବା ବେଳେ କିଛି ଏହାକୁ ବିରୋଧ କରିଛନ୍ତି । ଏହାରି ମଧ୍ୟରେ ନିଆଁରେ ଘିଅ ଢାଳିଛନ୍ତି ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ । ଆଗାମୀ ଦିନରେ ବିଜେଡି ଇତିହାସ ହୋଇ ରହିଯିବ ବୋଲି କହିଛନ୍ତି ସମ୍ପଦ ସ୍ୱାଇଁ ।

ବିଜେଡିରେ ଜଣଙ୍କ ଇସାରାରେ ହିଁ କାମ ଚାଲେ, ତାଙ୍କ ସରକାର ସମୟରେ ମଧ୍ୟ ସେଇ ଢଙ୍ଗରେ କାମ ହେଉଥିଲା । ପୂର୍ବରୁ କ୍ଷମତା ମୋହରେ ସମସ୍ତେ ପାଟି ଚୁପ କରିଥିଲେ । ବିଜେଡି ଏକ ନମ୍ବର ଦଳରୁ ତିନି ନମ୍ବର ଦଳରେ ପହଞ୍ଚିଛି । ଆଗାମୀ ଦିନରେ ବିଜେଡି ଇତିହାସ ହୋଇଯିବ, ତାସ ଘର ଭଳି ଭାଙ୍ଗିଯିବ । ଏବେ ତ ଆରମ୍ଭ ହୋଇଛି ଆଗକୁ ଆହୁରି ଅନେକ ନେତା ମୁହଁ ଖୋଲିବେ ବୋଲି ସେ କହିଛନ୍ତି ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 23 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 30 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 27 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 40 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 47 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍