୬ ବରିଷ୍ଠ ଓଏଏସ ଅଧିକାରୀଙ୍କ ବଦଳି.

Spread the love

ଭୁବନେଶ୍ଵର: (ଜେଏମଜେ ବ୍ୟୁରୋ ): ଆଜି ଓଏଏସ ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟସରକାର । ୬ ଜଣ ବରିଷ୍ଠ ଓଏଏସ ଅଧିକାରୀଙ୍କୁ ବଦଳି କରାଯାଇଛି । ଉଷାରାଣୀ ସାହୁ ପଞ୍ଚାୟତିରାଜ ବିଭାଗର ସ୍ଵତନ୍ତ୍ର ସଚିବ ହୋଇଥିବାବେଳେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ସଚିବ ହୋଇଛନ୍ତି ଲୋପାମୁଦ୍ରା ମହାପାତ୍ର ।ସେହିପରି, ଅନୁସୂଚିତ ଜନଜାତି ବିଭାଗର ଅତିରିକ୍ତ ସଚିବ ହେଲେ ଦେବେନ୍ଦ୍ର ନନ୍ଦ । ରାଜ୍ୟ ମାଇନିଂ ବିଭାଗର ସିଭିଓ ହେଲେ ନାରାୟଣ ଚନ୍ଦ୍ର ଧଳ । ସେହିପରି ପ୍ରୀତିପର୍ଣ୍ଣା ମିଶ୍ର ରାଜସ୍ଵ ବିଭାଗର ଡ଼େପୁଟି ସେକ୍ରେଟାରୀ ହୋଇଥିବାବେଳେ, ବାଲେଶ୍ବର ଜିଲ୍ଲାର ଡ଼ିଏଚଏଚ୍ ପ୍ରଶାସନିକ ଅଧିକାରୀ ହୋଇଛନ୍ତି ଅନିତା ନାୟକ ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026