ସରିଲା ସର୍ବଦଳୀୟ ବୈଠକ

Spread the love

ଜେଏମଜେ ବ୍ୟୁରୋ : କାଲିଠାରୁ ଆରମ୍ଭ ହେବ ବିଧାନସଭାର ଶୀତ ଅଧିବେଶନ । ଏଥିପାଇଁ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଶେଷ ହୋଇଛି ସର୍ବଦଳୀୟ ବୈଠକ । ଶୀତ ଅଧିବେଶନକୁ ସୁରୁଖୁରୁରେ ସାରିବାକୁ ହୋଇଛି ଆଲୋଚନା । ପୂରା ଅଧିବେଶନକୁ ସ୍ୱାଭାବିକ ଭାବେ ଚଳାଇବାକୁ ଉଭୟ ଶାସକ ଓ ବିରୋଧୀ ବିଧାୟକଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି ।
ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ, ଆଇନ ମନ୍ତ୍ରୀ ଉପସ୍ଥିତ ଥିଲେ । ସେହିପରି ବିରୋଧୀ ଦଳ ପକ୍ଷରୁ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏବଂ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ସାମିଲ ହୋଇଥିଲେ । ଗୃହରେ ବିରୋଧୀ ବିଧାୟକଙ୍କୁ ଶାସକ ଦଳ ବିଧାୟକଙ୍କ ଭଳି ସମାନ ସମୟ କହିବାକୁ ଦିଆଯାଉ ବୋଲି ସର୍ବଦଳୀୟ ବୈଠକରେ ଦାବି କରିଥିଲେ ବିଜେଡି ଓ କଂଗ୍ରେସ ।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!