କାର୍ଯ୍ୟରେ ଅବହେଳା ପାଇଁ ୯୧ ସରକାରୀ ଅଧିକାରୀଙ୍କ ଦରମାବନ୍ଦ ନିର୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ.

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଯାଇଥିବା ଅଭିଯୋଗ ଗୁଡ଼ିକର ନିର୍ଦ୍ଧିଷ୍ଟ ସମୟସୀମା ଭିତରେ ସମାଧାନ ନକରିଵାରୁ କଟକର ୯୧ଜଣ ଅଧିକାରୀଙ୍କ ଦରମା ବନ୍ଦ ପାଇଁ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ଚିଠି କରିଛନ୍ତି। ନଭେମ୍ବର ମାସର ଦରମା ବନ୍ଦ ପାଇଁ ଜିଲ୍ଲା ଟ୍ରେଜେରୀ ଅଫିସର୍ ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏଥିରେ ଅଛନ୍ତି ସିଏମସି କମିଶନର, କଟକ ଏସପି, କଟକ ସବ୍ କଲେକ୍ଟର, କଟକ ସିଡିଏମଓ, କଟକ ଡିଇଓ, ବାରଙ୍ଗ, ବଡ଼ମ୍ବା , ମାହାଙ୍ଗା, ନିଆଳି, ସାଲେପୁରର ତହସିଲଦାରଙ୍କ ସମେତ କଟକ ଡିସିପିଙ୍କ ଭଳି ବଡ଼ ବଡ଼ ବାବୁଙ୍କ ନାମ ଏହି ତାଲିକାରେ ରହିଛି।

କଟକ ଜିଲ୍ଲାପାଳ ନିମ୍ନ ଲିଖିତ ଅଧିକାରୀ ମାନଙ୍କର ଦରମା ବନ୍ଦ ପାଇଁ ଟ୍ରେଜେରୀକୁ ଚିଠି ଲେଖିଛନ୍ତି। ଅଧିକାରୀ ମାନଙ୍କ ଭିତରେ ଅଛନ୍ତି ସି ଏମ୍ ସି କମିଶନର କଟକ ଡିସିପି, କଟକ ଗ୍ରାମାଞ୍ଚଳ ଏସ୍ ପି, କଟକ ଉପଜିଲ୍ଲାପାଳ, ଆଠଗଡ ଉପଜିଲ୍ଲାପାଳ, କଟକ ଆରଟିଓ, କଟକ ସିଡ଼ି ଏମ୍ ଓ, କଟକ ଡିଇଓ, ଅଵକାରୀ ଵିଭାଗ ସୁପରିଣ୍ଟେଡେଣ୍ଟ, ଟ୍ରାଫିକ ଆଇଆଇସି। ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ କଟକ ଜିଲ୍ଲାରେ ବୁଦ୍ଧିଜୀବୀ ମହଲରେ ପ୍ରଶଂସା କରାଯାଇଛି।

  • jmjnewso

    Related Posts

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।ଆସନ୍ତା ୨୪ ତାରିଖ ସୁଦ୍ଧା ପୌରସଂସ୍ଥା…

    ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଚାରା ରୋପଣ କଲେ ରାଜ୍ୟପାଳ

    Spread the love

    Spread the loveଭୁବନେଶ୍ୱର: ଜେଏମଜେ ନ୍ୟୁଜ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଗୁରୁବାର ଲୋକ ଭବନ ପରିସରସ୍ଥିତ ଅଟଳ ବନରେ ‘ଏକ ପେଡ୍ ମା କେ ନାମ’ ଅଭିଯାନ ଅଧୀନରେ ଚାରା…

    Leave a Reply

    Your email address will not be published. Required fields are marked *

    You Missed

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 19 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 20 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 21 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    • By jmjnewso
    • September 18, 2026
    • 31 views
    କ୍ରସ ଭୋଟିଂ, ଆଜି ହାଇକୋର୍ଟରେ ଶୁଣାଣି

    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    • By jmjnewso
    • September 17, 2026
    • 49 views
    ହନୁମାନ ଚାଳିଶା ଓ ସୁନ୍ଦରାକାଣ୍ଡ ପରିବେଶୀତ

    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ

    • By jmjnewso
    • September 17, 2026
    • 90 views
    ଖଜା ଦୋକାନ ଓ ଭାଟିରେ ଚଢ଼ାଉକ୍ବିଣ୍ଟାଲ କ୍ବିଣ୍ଟାଲ ଖଜା, ପୋଡାତେଲ ଓ ବାସୀ ଚିନିସିରା ଜବତ