କୋଦଳା ଠାରେ ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ

Spread the love

କୋଦଳା 🙁 ଜେଏମଜେ ନ୍ୟୁଜ )ଡ୍ରାଇଭର ମହାସଂଘର କାର୍ଯ୍ୟକାରିଣୀ ବୈଠକ ଶୁକ୍ରବାର ଦିନ କୋଦଳା ଶ୍ରୀ ଶ୍ରୀ ଦଣ୍ଡେଶ୍ୱରଙ୍କ ପିଠରେ ଅନୁଷ୍ଠିତ ହୋଇଯାଇଛି.. ବେଗୁନିଆପଡା ବ୍ଲକ ଡ୍ରାଇଭର ସଂଘ ସଭାପତି ଗୋପୀନାଥ ପଣ୍ଡାଙ୍କ ନେତୃତ୍ୱରେ କୋଦଳା ପେଟ୍ରୋଲ ପମ୍ପ ନିକଟରୁ ଏକ ପଦଯାତ୍ରା ରାଲିରେ ମନ୍ଦିର ନିକଟକୁ ଯାଇଥିଲେ ।

ଏଥିରେ ରାଜ୍ୟ ଡ୍ରାଇଭର ସଂଘର ସଭାପତି ପ୍ରଶାନ୍ତ ମେଣ୍ଡୁଲି, ରାଜ୍ୟ କୋଷାଧକ୍ଷ ଆଦିତ୍ୟ ପ୍ରସାଦ ବେହେରା, ରାଜ୍ୟ ସମ୍ପାଦକ ଚୈତନ୍ୟ ପ୍ରଧାନ, ରାଜ୍ୟ ସହ ସମ୍ପାଦକ ଚିତ୍ର ସେନ ବେହେରା, ଢେଙ୍କାନାଳ ଜିଲ୍ଲା କମିଟି ସଦସ୍ୟ ଦୀପକ ରାଉତ ଗଞ୍ଜାମ ଜିଲ୍ଲା ସଭାପତି ସୁରେନ୍ଦ୍ର କୁମାର ବଣ, ଯୋଗଦେଇ ସଂଘକୁ ମଜଭୂତ କରିବା, କାର୍ଯ୍ୟକାରିଣୀ ସଦସ୍ୟ ଙ୍କ କାର୍ଯ୍ୟଧାରା ଉପରେ ଆଲୋଚନା, ସଂଘର ଅସୁବିଧା, ଡ୍ରାଇଭରଙ୍କ ଅସୁବିଧା ବିଷୟରେ ଆଲୋଚନା କରିବା ସହ ନାର୍ଯ୍ୟ ଦାବି ହାସଲ ପାଇଁ ସରକାରଙ୍କ ନିକଟରେ ଦାବି ଉପସ୍ଥାପନ କରାଯିବାକୁ ନିଷ୍ପତି ନିଆଯାଇଥିଲା ।

ଏଥିରେ ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ଲକ ସଂଘର କାର୍ଯ୍ୟକର୍ତା, ବେଗୁନିଆପଡା ବ୍ଲକ ଉପସଭାପତି ସଞ୍ଜୟ ପଣ୍ଡା, ସମ୍ପାଦକ ଶ୍ରୀରାମ ତ୍ରିପାଠୀ, ସହ ସମ୍ପାଦକ ଟୁନା ସେଠି,ଉପଦେଷ୍ଟା ବସନ୍ତ ମହାନ୍ତି, ଅଶୋକ ବେହେରା ଙ୍କ ସମେତ ସମସ୍ତ ଡ୍ରାଇଭର ସହଯୋଗ କରିଥିଲେ।

କୃଷ୍ଣ ଚନ୍ଦ୍ର ପଲାଈ ଙ୍କ ରିପୋର୍ଟ..

  • jmjnewso

    Related Posts

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    Spread the love

    Spread the loveମାଲକାନଗିରି : ଜେଏମଜେ ନ୍ୟୁଜ : ମାଲକାନଗିରି ଜିଲ୍ଲା କାରାଗାରରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ସୃଷ୍ଟି ହୋଇଛି। ମୃତ କଏଦୀ ହେଲେ ମାଲକାନଗିରି ବ୍ଲକ ଅନ୍ତର୍ଗତ ଗୌଡ଼ଗୁଡ଼ା ପଞ୍ଚାୟତର କଳାଗୁଡ଼ା ଗ୍ରାମର ଲକିନାଥ ବେହେରା।…

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ମିଳିଲା ‘ଡପ୍‌ଲର୍’ ବଳ । ଆଗକୁ ରାଜ୍ୟରେ ପ୍ରତିଷ୍ଠା ହେବ ଆଉ ୩ଟି ଡପ୍‌ଲର୍‌ ରାଡାର୍ । ସମ୍ୱଲପୁର ମଞ୍ଚରୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା । ସ୍କୁଲରେ ବସିବ…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 0 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 30 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 33 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 32 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 61 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 34 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ