ସବୁ କଲେଜ ଜମିକୁ ଜବରଦଖଲ ମୁକ୍ତ କରାଯିବ-ଉଚ୍ଚଶିକ୍ଷା ମନ୍ତ୍ରୀ

Spread the love

ଜେଏମଜେ ବ୍ୟୁରୋ : ୮ଟି କଲେଜରୁ ଆସିଛି ଛାତ୍ରୀ ଯୌନ ନିର୍ଯାତନା ଓ ଶୋଷଣ ଅଭିଯୋଗ । ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ପ୍ରଶ୍ନରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଉତ୍ତର ରଖିଛନ୍ତି । ସେ କହିଛନ୍ତି ଯେ ରାଉରକେଲା ସ୍ୱୟଂ ଶାସିତ କଲେଜରୁ ୩ ଘଟଣା ସାମ୍ନାକୁ ଆସିଛି । ଜିଏମ ବିଶ୍ୱ ବିଦ୍ୟାଳୟ ଓ ଯାଜପୁର ବାଲିଆ କଲେଜରୁ ଗୋଟିଏ ଅଭିଯୋଗ । ଅନୁଗୁଳ, ବରଗଡ, ଟିଟିଲାଗଡରୁ ଗୋଟିଏ ଲେଖାଏଁ ଅଭିଯୋଗ ହୋଇଛି । ବାଲେଶ୍ୱର ଏଫଏମ କଲେଜରୁ ବି ଗୋଟିଏ ଅଭିଯୋଗ ଆସିଛି । ୭ଟି ଘଟଣାରେ ଅଧ୍ୟାପକଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ହୋଇଛି । କେବଳ ଗୋଟିଏ କଲେଜରୁ ରାଗିଂ ଅଭିଯୋଗ ଆଣିଛନ୍ତି ଛାତ୍ରୀ । ଅନ୍ୟପଟେ ସବୁ କଲେଜ ଜମିକୁ ଜବରଦଖଲ ମୁକ୍ତ କରାଯିବ। ଭଦ୍ରକ ସମେତ ରାଜ୍ୟର ବହୁ କଲେଜ ଜବରଦଖଲ ଭିତରେ । ସବୁ କଲେଜ ଜମିକୁ ଜବରଦଖଲ ମୁକ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ |

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 24 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ