୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ

Spread the love

ଭୁବନେଶ୍ୱର: ଜେଏମଜେ ବ୍ୟୁରୋ : ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌(ଡିସିପିୟୁ)କୁ ହସ୍ତାନ୍ତର କରାଯାଇଛି ବୋଲି ବିଧାନସଭାରେ ଶନିବାର ଶିଶୁ ନିଖୋଜ ସଂକ୍ରାନ୍ତରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

ପାଟଣାର ବିଜେପି ସଦସ୍ୟ ଅଖିଳ ଚନ୍ଦ୍ର ନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ୨୦୨୪ରୁ ଏପର୍ଯ୍ୟନ୍ତ ଶିଶୁ ସହାୟତା ନଂ.୧୦୯୮ରେ ଏହି ଅଭିଯୋଗଗୁଡ଼ିକ ପଞ୍ଜୀକୃତ ହୋଇଛି। ଖୋର୍ଦ୍ଧା ଜିଲାରେ ସର୍ବାଧିକ ୭୮୫ ଜଣ ନିଖୋଜ ହୋଇଥିବାବେଳେ ୫୭୬ ଜଣଙ୍କୁ ଉଦ୍ଧାର କରାଯାଇପାରିଛି। ଜିଲାଓ୍ବାରି ତଥ୍ୟ ଅନୁଯାୟୀ, ଅନୁଗୋଳରେ ୨୬୭ ଜଣ ଶିଶୁ ନିଖୋଜ ହୋଇଥିବାବେଳେ ବଲାଙ୍ଗୀରରେ ୩୯୪, ବାଲେଶ୍ୱରରେ ୬୮୩, ଗଜପତିରେ ୬୫୯, କଟକରେ ୪୫୦, ବରଗଡ଼ରେ ୧୨୨, ଭଦ୍ରକରେ ୪୧୨, ବୌଦ୍ଧରେ ୩୧୯, ଦେବଗଡ଼ରେ ୨୮୫, ଢେଙ୍କାନାଳରେ ୨୬୫, ଗଞ୍ଜାମରେ ୩୧୩, ଜଗତସିଂହପୁରରେ ୨୫୭ ଶିଶୁ ନିଖୋଜ ଅଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ