ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ବର୍ତ୍ତମାନ ରାଜ୍ୟରେ ଗଠନ ହେବନି କୌଣସି ପଞ୍ଚାୟତ କି ବ୍ଲକ୍ । ୨୫୦୧ ଗାଁର ପଡା ଗାଁ ମାନ୍ୟତା ଆବେଦନ ଖାରଜ କରିଛି ରାଜସ୍ୱ ବିଭାଗ । ୫ ହଜାର ୫୬୬ ଗାଁକୁ ପଡା ଗାଁ ମାନ୍ୟତା ଦେବାକୁ ରାଜସ୍ୱ ବିଭାଗ ପାଖରେ ଆବେଦନ ହୋଇଥିଲା । ଅବଶିଷ୍ଟ ୧୧୭୭ ଗାଁର ପ୍ରସ୍ତାବ ବିଚାରାଧୀନ ଅଛି ବୋଲି ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ।ଏହାସହ ରାୟଗଡାରୁ ସର୍ବାଧିକ ୨୫୬, ମାଲକାନଗିରିରୁ ୨୩୫, ଗଜପତିରୁ ୨୩୩, ଗଞ୍ଜାମର ୨୦୦ ଗାଁକୁ ପଡା ଗାଁ କରିବାର ଆବେଦନ ଖାରଜ ହୋଇଛି ବୋଲି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ।

  • jmjnewso

    Related Posts

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଆଇଏଏସ ସ୍ତରରେ ପୁଣି ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ନୂଆ ଦାୟିତ୍ୱ ଅନୁଯାୟୀ, ସୂର୍ଯ୍ୟ ନାରାୟଣ ଦାସ, ସୌଦାମିନୀ ସେଠୀ ଏବଂ ଶୁଭ୍ରା ମହାନ୍ତି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଯୁଗ୍ମ…

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    Spread the love

    Spread the loveଭୁବନେଶ୍ବର: ଜେଏମଜେ ନ୍ୟୁଜ : ଓଡ଼ିଶାରେ “ନଶାମୁକ୍ତ ଭାରତ ଅଭିଯାନ”(ଏନ୍ଏମ୍ବିଏ), ନିଶାଦ୍ରବ୍ୟର ଚାହିଦା ହ୍ରାସ, ନିଶାଦ୍ରବ୍ୟର ଅବୈଧ କାରବାର ବିରୋଧରେ ପ୍ରବର୍ତ୍ତନ, ପୁନର୍ବାସ ଏବଂ ଜନସଚେତନତା କାର୍ଯ୍ୟକ୍ରମର ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସମୀକ୍ଷା…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 29 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 36 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 42 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 36 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 68 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 43 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ