ସାମ୍ବାଦିକଙ୍କୁ ମିଳିବ କି ପେନସନ୍? ମୁଖ୍ୟମନ୍ତ୍ରୀ କହିଲେ ବିଚାରଧୀନ ଅଛି ପ୍ରସ୍ତାବ

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ):ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ଏକ ପ୍ରସ୍ତାବ ଓଡ଼ିଶା ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟ ବିଧାନସଭାରେ ସୂଚନା ଦେଇଛନ୍ତି।ବିଜେପି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାମ୍ବାଦିକମାନଙ୍କୁ ପେନସନ ପ୍ରଦାନ ପାଇଁ ସରକାରଙ୍କୁ ବିଭିନ୍ନ ସଂଗଠନ ପକ୍ଷରୁ ଅନୁରୋଧ ଆସିଛି। ଏହି ପ୍ରସ୍ତାବ ସରକାରଙ୍କ ନିକଟରେ ବିଚାରାଧୀନ ଅଛି। ସେହିପରି ସୂଚନା ଏବଂ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ପ୍ରିଣ୍ଟ, ଇଲେକ୍ଟ୍ରୋନିକ୍, ଡିଜିଟାଲ୍ ଏବଂ ୱେବ୍ ମିଡିଆରେ କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା ଅଧୀନରେ ସ୍ୱାସ୍ଥ୍ୟ ବୀମା କଭରେଜ୍ ପ୍ରଦାନ କରାଯାଉଛି।

ଏହି ଯୋଜନା କାର୍ଯ୍ୟରତ ସାମ୍ବାଦିକମାନଙ୍କୁ ସ୍ୱାସ୍ଥ୍ୟ ବୀମା କଭରେଜ୍ ପ୍ରଦାନ କରୁଛି। ଯାହା ଫଳରେ ସେମାନଙ୍କ ପରିବାର ତାଲିକାଭୁକ୍ତ ହସ୍ପିଟାଲଗୁଡ଼ିକରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ନଗଦହୀନ ଚିକିତ୍ସା ପାଇପାରିବେ।

  • jmjnewso

    Related Posts

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    Spread the love

    Spread the love ଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତଦନ୍ତ କମିସନ ଫାଇଲ୍ ଗାଏବ ହେବା ଘଟଣାରେ ରାଜ୍ୟ ବିଜେପି ପକ୍ଷରୁ କଡ଼ା ପ୍ରତିକ୍ରିୟା ପ୍ରକାଶ ପାଇଛି । ଏହି ସମ୍ବେଦନଶୀଳ ମାମଲାରେ ଯେଉଁମାନେ ଦୋଷୀ ସେମାନେ ଜେଲ୍ ଯିବେ…

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଗୁରୁତ୍ୱପୂର୍ଣ୍ଣ ତଦନ୍ତ କମିସନ ଫାଇଲ ହଜିବା ମାମଲାରେ ଏବେ ତଦନ୍ତ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ବେଦନଶୀଳ ଘଟଣାରେ ଆଜି ଏକ ବଡ଼ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026