୩ ବର୍ଷରେ ପ୍ରାୟ ୧୨୬ କୋଟି ଜରିମାନା ଆଦାୟ

Spread the love

ଜେଏମଜେ ବ୍ୟୁରୋ : (ଜେଏମଜେ ବ୍ୟୁରୋ ): ରାଜ୍ୟରେ ଲୁଟ୍ ହେଉଛି ଲଘୁ ଖଣିଜ ସମ୍ପଦ । ବିଭିନ୍ନ ସ୍ଥାନରେ ଚଢ଼ାଉ ବେଳେ କୋଟି କୋଟି ଜରିମାନା ଆଦାୟ କଲେଣି ରାଜ୍ୟ ସରକାର। ଜାନୁଆରୀ ୨୦୨୨ରୁ ଅକ୍ଟୋବର ୨୦୨୫ ୩ ବର୍ଷରେ ପ୍ରାୟ ୧୨୬ କୋଟି ଜରିମାନା ଆଦାୟ । ବିଧାୟକ ଗୌତମ ବୁଦ୍ଧ ଦାସଙ୍କ ପ୍ରଶ୍ନରେ ଗୃହରେ ଉତ୍ତର ଦେଇଛନ୍ତି ଇସ୍ପାତ ଓ ଖଣି ମନ୍ତ୍ରୀ ବିଭୁତି ଭୂଷଣ ଜେନା ।୩୦ ଜିଲ୍ଲାରୁ ଲଘୁ ଖଣିଜ ସମ୍ପଦ ଚୋରା ଚାଲାଣ ହେଉଛି । ସେପ୍ଟେମ୍ବର ୩୦ ପର୍ୟ୍ୟନ୍ତ ୬୫୫ କୋଟି ରାଜସ୍ବ ଆଦାୟ ହୋଇଛି। ଲଘୁ ଖଣିଜ ଦ୍ରବ୍ୟର ଚୋରା ଚାଲାଣ ପାଇଁ ୩୦ ଜିଲ୍ଲାରେ ୧୫ ହଜାର ୧୮୭ଟି ଧରପଗଡ଼ ହୋଇଛି। ଏଥି ସହିତ ୩ ହଜାର ୧୧୯ଟି ମାମଲା ରୁଜୁ ହୋଇଛି ।୧୨୬ କୋଟି ୫୧ ଲକ୍ଷ ୭୮ହଜାର ଜୋରିମାନା ଆଦାୟ ହୋଇଛି ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ