ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା

Spread the love

ଜେଏମଜେ ବ୍ୟୁରୋ : ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ପରୀକ୍ଷା ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ । ଫେବ୍ରୁଆରୀ ୧୯ରୁ ମାର୍ଚ୍ଚ ୨ ଯାଏ ମାଟ୍ରିକ ପରୀକ୍ଷା ଚାଲିବ ବୋଲି ମାଧ୍ୟମିକ ଶିକ୍ଷା ପରିଷଦ ସୂଚନା ଦେଇଛି। ସେହିପରି ଫେବ୍ରୁଆରୀ ୧୯ ପ୍ରଥମ ଦିନରେ ଛାତ୍ରୀଛାତ୍ର ମାତୃଭାଷା ପରୀକ୍ଷା ଦେବେ।୨୧ରେ ଇଂରାଜୀ, ୨୩ରେ ସଂସ୍କୃତ/ ହିନ୍ଦୀ, ୨୫ରେ ବିଜ୍ଞାନ ପରୀକ୍ଷା, ୨୭ରେ ସାମାଜିକ ବିଜ୍ଞାନ, ମାର୍ଚ୍ଚ ୨ରେ ଗଣିତ ପରୀକ୍ଷା ରହିଛି।

  • jmjnewso

    Related Posts

    ଘରେ ଘରେ ଜଳିବ ‘ଆଶୀର୍ବାଦର ଦୀପ’;ମହିଳାଙ୍କୁ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଆହ୍ୱାନ

    Spread the love

    Spread the loveଭୁବନେଶ୍ୱର:ଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ମହିଳା ହିତାଧିକାରୀମାନଙ୍କୁ ଆସନ୍ତା ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟାରେ ‘ଆଶୀର୍ବାଦର ଦୀପ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ନିଜ ନିଜ ଘରେ ଦୀପ ପ୍ରଜ୍ୱଳନ କରିବା ପାଇଁ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା…

    ଆଜିଠୁ ବ୍ୟାଙ୍କ ଧର୍ମଘଟ, ୫ ଦିନ ଠପ ରହିବ ବ୍ୟାଙ୍କିଙ୍ଗ୍‌ ସେବା !

    Spread the love

    Spread the loveଜେଏମଜେ ନ୍ୟୁଜ : ଆଜିଠୁ ଶୁକ୍ରବାରକୁ ମିଶାଇ ଲଗାତର ୫ ଦିନ ବ୍ୟାଙ୍କିଙ୍ଗ୍ ସେବା ପ୍ରଭାବିତ ହୋଇପାରେ । ୫ ଦିନ କାର୍ଯ୍ୟ ସପ୍ତାହ କାର୍ଯ୍ୟାନ୍ୱୟନରେ ବିଳମ୍ବ, ପ୍ରଦର୍ଶନ-ସଂଯୁକ୍ତ ପ୍ରୋତ୍ସାହନ(ପିଏଲ୍ଆଇ) ସ୍କିମକୁ ନେଇ ମତଭେଦ ଏବଂ ପେନସନ୍ ପ୍ରସଙ୍ଗ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 42 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 34 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 31 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 54 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 38 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 26 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି