ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ ): ରାଜ୍ୟରେ ଖାଲି ପଡିଛି ୧୦୦ ବିଇଓ ପଦବୀ। ବିନା ମୁରବିରେ ଚାଲିଛି ସ୍କୁଲ। ସର୍ବାଧିକ ମୟୁରଭଞ୍ଜ ଜିଲ୍ଲାର ୯ ବ୍ଲକ୍ରେ ପଦବୀ ଖାଲି ପଡିଛି। ବିଧାନସଭାରେ ଏଭଳି ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ସେହିଭଳି ଜଗତସିଂହପୁର, କୋରାପୁଟ, ରାୟଗଡ଼ା ଜିଲ୍ଲାର ୭ ବ୍ଲକ୍, ବାଲେଶ୍ୱର ଜିଲ୍ଲାର ୬ ବ୍ଲକ୍, ଅନୁଗୋଳ, କନ୍ଧମାଳ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ୫ ବ୍ଲକ୍, ଯାଜପୁର, କେନ୍ଦ୍ରାପଡ଼ା, ପୁରୀ, ଭଦ୍ରକ ଜିଲ୍ଲାର ୪ ବ୍ଲକ୍, ଢେଙ୍କାନାଳ, କେନ୍ଦୁଝର, ନବରଙ୍ଗପୁର, ନୟାଗଡ଼, ସୋନପୁର ଜିଲ୍ଲାର ୩ ବ୍ଲକ୍, ବଲାଙ୍ଗିର, କଟକ, ଖୋର୍ଦ୍ଧା, ମାଲକାନଗିରି, ସୁନ୍ଦରଗଡ଼ ଜିଲ୍ଲାର ୨ ବ୍ଲକ୍, ବରଗଡ଼, ଦେବଗଡ଼, ଗଜପତି ଜିଲ୍ଲାର ଗୋଟିଏ ବ୍ଲକରେ ପଦବୀ ଖାଲି ପଡିଛି। ବିଧାୟକ ପଦ୍ମଲୋଚନ ପଣ୍ଡାଙ୍କ ପ୍ରଶ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ