ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ: କମିଶନର

Spread the love

ଜେଏମଜେ ବ୍ୟୁରୋ : ଖେଳ ପାଇଁ ଟୁଇନ ସିଟି ଦାୟିତ୍ବରେ ୯୬ ପ୍ଲାଟୁନ ଫୋର୍ସ । ବାରବାଟିରେ ହେବାକୁ ଥିବା କ୍ରିକେଟ ମ୍ୟାଚ ପାଇଁ କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ବମ ସ୍କ୍ବାଡ ସହ ସୁରକ୍ଷା ବଳୟକୁ ଯାଞ୍ଚ କରିବେ ସ୍ପେଶାଲ ଟାକ୍ଟିକାଲ ୟୁନିଟ । କଟକରେ ୭୪ ପ୍ଲାଟୁନ ଫୋର୍ସ ଓ ଭୁବନେଶ୍ୱର ରେ ୨୨ ପ୍ଲାଟୁନ ଫୋର୍ସ ରହିବେ । ସୁରକ୍ଷା ବେଳେ ଏରିଏଲ ସର୍ଭେ କରାଯିବ ।

ଆଜି ଓ କାଲି ଭୁବନେଶ୍ୱର ଆସିବେ ଖେଳାଳି । ସେଥିପାଇଁ ଏୟାରଫୋର୍ଟ ଠାରୁ ଆରମ୍ଭ କରି ହୋଟେଲ ଓ ହୋଟେଲରୁ ଆରମ୍ଭ କରି ଷ୍ଟାଡିୟମ ପର୍ଯ୍ୟନ୍ତ ରହିବ ବ୍ୟାପକ ସୁରକ୍ଷା ବ୍ୟବସ୍ଥା । ଯିବା ଆସିବା ବାଟ, ଷ୍ଟାଡିୟମ ଓ ଷ୍ଟାଡିୟମ ଭିତରେ ନଜର ରଖିବ ଡ୍ରୋନ୍ । ଏହି କ୍ୟାମେରାଗୁଡ଼ିକ କଣ୍ଟ୍ରୋଲ ରୁମ୍ ସହିତ ସଂଯୋଗ କରାଯାଇ ସେଠାରୁ ନିୟନ୍ତ୍ରଣ କରାଯିବ । ପୋଲିସ ସହିତ ମେଡିକାଲ୍ ଟିମ୍ ଓ ଅଗ୍ନିଶମ ଟିମ୍ ନିୟୋଜିତ ହେବେ । ବକ୍ସିବଜାର ଅଗ୍ନିଶମ କେନ୍ଦ୍ର ପକ୍ଷରୁ ଏକ ୬ ଜଣିଆ ଟିମ୍ ନିୟୋଜିତ ହେବେ । ଏଥିରେ ଗୋଟିଏ ଅଗ୍ନିଶମ ଗାଡ଼ି ରହିବ । ହଜାର ହଜାର କ୍ରୀଡ଼ା ପ୍ରେମୀ ଏକାଠି ହେବାକୁ ଥିବା ବେଳେ କୌଣସି ଅଘଟଣ ଏଡ଼ାଇବାକୁ ଉଭୟ ଅଗ୍ନିଶମ ଓ ଡାକ୍ତରୀ ଟିମ୍ ସଜାଗ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର୍ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ