୨ ଦଫା ଦାବି ନେଇ ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ।

Spread the love

ଜେଏମଜେ ବ୍ୟୁରୋ : ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ, ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ। ରାଜଧାନୀରେ ପ୍ରାଥମିକ ଶିକ୍ଷକଙ୍କ ଗର୍ଜନ। ପ୍ରାଥମିକ ଶିକ୍ଷକ ମହାସଂଘର ବଡ଼ ବିକ୍ଷୋଭ । ୨ ଦଫା ଦାବି ନେଇ ଆନ୍ଦୋଳନ କରୁଛନ୍ତି ଶିକ୍ଷକ ସଂଘ । ଭୁବନେଶ୍ୱର ଗାନ୍ଧୀ ମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ହଜାର ହଜାର ଶିକ୍ଷକ ଏବଂ ଶିକ୍ଷୟିତ୍ରୀଙ୍କ ଆନ୍ଦୋଳନ ।ପ୍ରାଥମିକ ଶିକ୍ଷକମାନଙ୍କୁ ମୂଳ ପଦବୀ ଅନୁଯାୟୀ ମୂଳ ବେତନ ଦେବାକୁ ଦାବୀ କରିଛି ମହାସଂଘ।ମୂଳ ପଦବୀକୁ ଅପଗ୍ରେଡ କରି ଲେବୁଲ-୯ ଅନୁଯାୟୀ ମୂଳ ବେତନ ୩୫ହଜାର ୪୦୦ ଟଙ୍କା ପ୍ରଦାନ କରିବାକୁ ଦାବି କରାଯାଇଛି । ଏହାସହ ପ୍ରାଥମିକ ଶିକ୍ଷା ବ୍ୟବସ୍ଥାରୁ ଠିକା ପ୍ରଥା ଉଛେଦ କରିବାକୁ ଦାବୀ କରୁଛନ୍ତି ଶିକ୍ଷକ ଏବଂ ଶିକ୍ଷୟିତ୍ରୀ ।
ବ୍ୟୁରୋ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    • By jmjnewso
    • September 14, 2026
    • 5 views
    ଅକ୍ଟୋବରରୁ ବଢ଼ିପାରେ ବାତ୍ୟା ବିପଦ, ୩ ମାସରେ ୩ ବାତ୍ୟା ସମ୍ଭାବନା

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ