୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଉଚ୍ଛେଦ ହେବ ଲାଇବ୍ରେରିଆନ୍‌ ପଦଵୀ।

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଗଣଶିକ୍ଷା ବିଭାଗର ବଡ଼ ସୂଚନା । ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ । ପୂର୍ବରୁ ଥିବା ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରି ଓଡ଼ିଆ ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି । ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ ଶିକ୍ଷକ (ଟିଜିଟି) ନିଯୁକ୍ତି ପାଇଁ ନୂତନ ପଦ ସୃଷ୍ଟି ହୋଇଛି ।ଏହି ଖବର ସାମ୍ନାକୁ ଆସିବା ପରେ ଲାଇବ୍ରେରିଆନ୍‌ ପଦ ପାଇଁ ଆଶାୟୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଆଶାୟୀମାନେ ବାରମ୍ୱାର ଆନ୍ଦୋଳନ ଓ ଦାବି କରିବା ସତ୍ତ୍ୱେ ସେମାନଙ୍କୁ ନିଯୁକ୍ତି ନ ଦେଇ ସମ୍ପୂର୍ଣ୍ଣ ପଦକୁ ଉଚ୍ଛେଦ କରିବା ନିଷ୍ପତ୍ତି ସମସ୍ତଙ୍କୁ ନିରାଶ କରିଛି ।
ସେପଟେ, ଲାଇବ୍ରେରିଆନ୍‌ ପଦକୁ ଉଚ୍ଛେଦ କରାନଯାଇ ଓଡ଼ିଆ ଶିକ୍ଷକ ପଦ ସୃଷ୍ଟି କରାଯାଇ ପାରିଥାନ୍ତା । ହେଲେ ସରକାର ସେପରି ନ କରି ସିବିଏସଇ ନିୟମକୁ ଉଲ୍ଲଂଘନ କରୁଥିବା କହିଛନ୍ତି ଡ଼ିଶା ଲାଇବ୍ରେରି ମୁଭମେଣ୍ଟ (ଓଏଲଏମ୍‌) ଆବାହକ ସୁନୀଲ କୁମାର ମିଶ୍ର ।

  • jmjnewso

    Related Posts

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟର ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ବ୍ୟାବହାରିକ ଏବଂ କ୍ଷେତ୍ର-ଭିତ୍ତିକ ଧନ୍ଦାମୂଳକ ଶିକ୍ଷା ପ୍ରଦାନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ…

    ରାଜ୍ୟର ସମସ୍ତ ବିଦ୍ୟାଳୟରେ ଗୁରୁ ଦିବସ ଏଵଂ ଶିଶୁ ଦିବସରେ ହେବ ପାଠପଢା

    Spread the love

    Spread the loveଜେଏମଜେ ନ୍ୟୁଜ : ରାଜ୍ୟର ସମସ୍ତ ବିଦ୍ୟାଳୟରେ ଏଣିକି ଗୁରୁ ଦିବସ ଏବଂ ଶିଶୁ ଦିବସ ଅବସରରେ ପାଠପଢ଼ା ବନ୍ଦ ରହିବ ନାହିଁ। ଏହି ବିଶେଷ ଦିନଗୁଡ଼ିକରେ ସ୍କୁଲରେ ଉତ୍ସବ ପାଳନ ହେବା ସହିତ ନିୟମିତ ଭାବେ ଶିକ୍ଷାଦାନ…

    Leave a Reply

    Your email address will not be published. Required fields are marked *

    You Missed

    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    • By jmjnewso
    • September 18, 2026
    • 28 views
    ଆଇଏଏସ ସ୍ତରରେ ପୁଣି ଅଦଳବଦଳ

    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    • By jmjnewso
    • September 18, 2026
    • 36 views
    “ନଶାମୁକ୍ତ ଭାରତ ଅଭିଯାନ” ଅଗ୍ରଗତି ସଂପର୍କରେ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା

    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    • By jmjnewso
    • September 18, 2026
    • 39 views
    ସୋମବାରେ ସର୍ବଦଳୀୟ ବୈଠକ, ୨୨ ତାରିଖରୁ ମୌସୁମୀ ଅଧିବେଶନ.।

    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    • By jmjnewso
    • September 18, 2026
    • 36 views
    ଉତ୍ତର ଆଣ୍ଡାମାନ ସାଗରକୁ ଘୂର୍ଣ୍ଣିବଳୟ, ୧୯ ବେଳକୁ ଲଘୁଚାପ, ବାତ୍ୟା ସମ୍ଭାବନା !

    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    • By jmjnewso
    • September 18, 2026
    • 68 views
    ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ

    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ

    • By jmjnewso
    • September 18, 2026
    • 41 views
    ମହଙ୍ଗା ପଡିଲା ମହିଳା ସହକର୍ମୀ ଙ୍କୁ ଅସଦାଚରଣ, ବନ୍ଧା ହେଲେ ଅତିରିକ୍ତ ସଚିବ