ଜାଡ଼ରେ ଥରୁଛି ସାରା ଓଡ଼ିଶା: ଆଗକୁ ଆହୁରି ବଢ଼ିବ ଶୀତ

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଖସୁଛି ପାରଦ, ଆଗକୁ ଆହୁରି ବଢ଼ିବ ଶୀତ । ଜାଡ଼ରେ ଥରୁଛି ସାରା ଓଡ଼ିଶା । ଉପକୂଳଠୁ ଆରମ୍ଭ କରି ଆଭ୍ୟନ୍ତରୀଣ ଯାଏ ସବୁଠି ଥଣ୍ଡା । ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ରାଜ୍ୟରେ ଅସମ୍ଭାଳ ଶୀତ ଅନୁଭୂତ ହେବ । ସୁନ୍ଦରଗଡ଼, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟରେ ଘନ କୁହୁଡ଼ି ଦୃଶ୍ୟମାନ ହୋଇପାରେ । କାଲୁଆ ପବନ ବୋହିବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

  • jmjnewso

    Related Posts

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    Spread the love

    Spread the loveଜେଏମଜେ ବ୍ୟୁରୋ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି ଏମିତି ଘଟିପାରେ ଭାରତର ପୂର୍ୱ ଉପକୂଳରେ । କାରଣ ବର୍ଷ…

    କନ୍ଧମାଳକୁ ଫେରିଲା ଶୀତ.ଆଗକୁ ଆହୁରି ବଢିବ!

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜ୍ୟରେ ରାତି ତାପମାତ୍ରା କମିବା ସହ ଥଣ୍ଡା ବଢ଼ିବ । ଶନିବାର ଯାଏଁ ରାତି ତାପମାତ୍ରା ପ୍ରାୟ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିପାରେ ବୋଲି ବରିଷ୍ଠ କୃଷି ପାଣିପାଗବିତ୍ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଆକଳନ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    • By jmjnewso
    • September 12, 2026
    • 38 views
    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    • By jmjnewso
    • September 12, 2026
    • 31 views
    ଭିଜିଲାନ୍ସ ଜାଲରେ ରାଉରକେଲାର ଅବକାରୀ ଅଧୀକ୍ଷକ

    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    • By jmjnewso
    • September 12, 2026
    • 30 views
    ଶାନ୍ତିଶୃଙ୍ଖଳାରେ ଗଣେଶ ପୂଜା ପାଇଁ ବୁଗୁଡ଼ା ଥାନାରେ ବୈଠକ

    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    • By jmjnewso
    • September 12, 2026
    • 52 views
    ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    • By jmjnewso
    • September 12, 2026
    • 31 views
    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି

    • By jmjnewso
    • September 12, 2026
    • 22 views
    ତିନି ଜିଲ୍ଲାର ଆଇନଶୃଙ୍ଖଳା ସମୀକ୍ଷା କଲେ ପୋଲିସ ଡିଜି