ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦ ପ୍ରତିଶତ ପଦବୀ ଖାଲି

Spread the love

ଭୁବନେଶ୍ୱର:(ଜେଏମଜେ ବ୍ୟୁରୋ): ଓଡ଼ିଶାରେ ଡାକ୍ତର ମରୁଡ଼ି, ୬୦% ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀ ଖାଲି। ଗୃହରେ ଉତ୍ତର ରଖିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ମଞ୍ଜୁରୀପ୍ରାପ୍ତ ୧୫୭୭୪ରୁ ଖାଲି ପଡ଼ିଛି ୯୫୦୩ ଡାକ୍ତର ପଦବୀ। କାର୍ଯ୍ୟରତ ଅଛନ୍ତି ୬୨୭୧ ଡାକ୍ତର, ଏମାନଙ୍କ ଭିତରୁ ୧୧୩୫ ଠିକା ନିଯୁକ୍ତି। ସ୍ଥାୟୀ ନିଯୁକ୍ତି ୫୦୦୩ ଡାକ୍ତର, ୫୨୪୮ ପଦବୀ ପୂରଣ ପାଇଁ OPSCକୁ ଚିଠି।

ଆଜି ବିଧାନସଭାରେ ବିଧାୟକ ଗଣେଶ୍ୱର ବେହେରାଙ୍କ ଅଣତାରକା ପ୍ରଶ୍ନ କେଉଁ ଜିଲାରେ କେତେ ସଂଖ୍ୟାରେ ଡାକ୍ତର ପଦବୀ ଖାଲି ଅଛି ପ୍ରଶ୍ନରେ ଉତ୍ତର ରଖିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା.ମୁକେଶ ମହାଲିଙ୍ଗ। ମନ୍ତ୍ରୀ ରାଜ୍ୟର ବିଭିନ୍ନ ଜିଲାର ମୋଟ ମଞ୍ଜୁରୀପ୍ରାପ୍ତ ଡାକ୍ତ ପଦବୀ, ସେଥିରେ କାର୍ଯ୍ୟରତ ଡାକ୍ତର ଓ ଖାଲିଥିବା ପଦବୀ ସଂଖ୍ୟାର ଜିଲାୱାରୀ ବିବରଣୀ ଦେଇଛନ୍ତି । ମଞ୍ଜୁରୀପ୍ରାପ୍ତ ୧୫,୭୭୪ରୁ ଖାଲି ପଡିଛି ୯୫୦୩ ପଦବୀ । କାର୍ଯ୍ୟରତ ଅଛନ୍ତି ୬୨୭୧ଡାକ୍ତର, ଏମାନଙ୍କ ମଧ୍ୟରୁ ୧୧୩୫ଠିକା ନିଯୁକ୍ତି ପାଇଛନ୍ତି । ଆଡହକରେ ୧୯ଜଣ, ଡିଏମଏଫରେ ୧୧୦, କର୍ପସ ଫଣ୍ଡରେ ୪ଜଣ ଡାକ୍ତର ଅଛନ୍ତି । ସ୍ଥାୟୀ ନିଯୁକ୍ତି ଅଛନ୍ତି ମାତ୍ର ୫୦୦୩ଜଣ ଡାକ୍ତର । ୫୨୪୮ଡାକ୍ତର ପଦବୀ ପୂରଣ ପାଇଁ ଓପିଏସସିକୁ ଅନୁରୋଧ କରାଯାଇଛ ।

ସରକାରୀ ମେଡିକାଲ କଲେଜରେ ପ୍ରାଧ୍ୟାପକ ମରୁଡି । ୪୨୧ଜଣ ପ୍ରାଧ୍ୟପକ, ସହକାରୀ ପ୍ରାଧ୍ୟାପକ ଓ ସହାୟକ ପ୍ରାଧ୍ୟାପକ ପଦବୀ ପୂରଣ କରିପାରି ନାହାଁନ୍ତି ସରକାର । ଖାଲିପଡିଥିବା ଡାକ୍ତର ପଦବୀ ଗୁଡିକୁ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ଚୟନ, ବିଭାଗୀୟ ପଦୋନ୍ନତି ତଥା ଚୁକ୍ତିଭିତ୍ତିକ ନିଯୁକ୍ତି ଦ୍ୱାରା ଯଥା ସମ୍ଭବ ପୂରଣ କରାଯିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରୁଛନ୍ତି ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ