ଭାରତୀୟ ଟିମ୍‌ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା

Spread the love

ଜେଏମଜେ ବ୍ୟୁରୋ : ଭାରତୀୟ ଟିମ୍‌ର ବିଜୟ ପାଇଁ ପୁରୀ ଶ୍ରୀମନ୍ଦିରରେ ପୂଜାର୍ଚ୍ଚନା । ବାରବାଟୀ ଟି-୨୦ରେ ଭାରତର ବିଜୟ ପାଇଁ ଶ୍ରୀ ଜଗନ୍ନାଥଙ୍କ ପାଖରେ ଦୀପଦାନ କରିଛନ୍ତି ପୁରୀ ସେବାୟତ । ଶ୍ରୀମନ୍ଦିର ସିଂହଦ୍ବାରରେ ପୁରୀ ସେବାୟତ ଏକତ୍ରିତ ହୋଇ ସମୂହ ଦୀପଦାନ କରିଛନ୍ତି । ସେପଟେ ଜଗା ଦର୍ଶନ ପାଇଁ ପୁରୀ ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି ଭାରତୀୟ ଖେଳାଳି ।କୋଚ୍ ଗୌତମ ଗମ୍ଭୀରଙ୍କ ସମେତ, ଅଧିନାୟକ ସୂର୍ଯ୍ୟକୁମାର ଯାଦବ, ୱାସିଂଟନ ସୁନ୍ଦର, ହାର୍ଦ୍ଦିକ ପାଣ୍ଡ୍ୟା ଓ ତିଲକ ବର୍ମା ମହାପ୍ରଭୁଙ୍କ ଆଶୀର୍ବାଦ ନେବେ। ଆଜି ସନ୍ଧ୍ୟା ୭ଟାରେ ଭାରତ- ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ୍ ବାରବାଟୀରେ ଖେଳାଯିବ। ଏହା ପୂର୍ବରୁ ଶ୍ରୀଜିଉଙ୍କ ଦର୍ଶନ କରିବାକୁ ପୁରୀ ଯାଇଛନ୍ତି ଖେଳାଳି ।

ବାରବାଟୀ ମ୍ୟାଚ୍ ପାଇଁ କଟକ ରେଳ ଷ୍ଟେସନରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି ସିଆରପିଫ ଓ ଆରପିଏଫ୍ ପକ୍ଷରୁ ୩୦ଜଣିଆ ସ୍ବତନ୍ତ୍ର ଟିମ୍ ପ୍ଲାଟଫର୍ମରେ ନିୟୋଜିତ ଅଛନ୍ତି। କଟକ ଷ୍ଟେସନରେ ୧୧୦ଟି ଉଭୟ ଏକ୍ସପ୍ରେସ ଓ ପାସେଞ୍ଜର ଟ୍ରେନ୍ ଚାଲିବ..
ବରମୁଣ୍ଡା ବସ୍‌ଷ୍ଟାଣ୍ଡ ଓ କଟକ ରେଳ ଷ୍ଟେସନରୁ ‘ଆମ ବସ୍’ ସିଧା ବାରବାଟୀକୁ ଚଳାଚଳ କରିବ…
ଅପରାହ୍ଣ ସାଢ଼େ ୩ଟାରୁ ୨୦ଟି ‘ଆମ ବସ୍’ ଚଳାଚଳ କରିବ
ଏହି ବସ୍ ଜୟଦେବବିହାର ଛକ-କିଟ୍ ଛକ, ନନ୍ଦନକାନନ, ଜୁଡିସିଆଲ୍ ଏକାଡେମୀ, ସତୀଚଉରା ଦେଇ ଚଳାଚଳ କରିବ
ଭୁବନେଶ୍ବର ରେଳ ଷ୍ଟେସନ୍‌ରୁ ବାରବାଟୀ ଷ୍ଟାଡିୟମ୍‌ ଯିବାକୁ ଥିବା ବସ୍ ବାଣୀବିହାରରୁ ଲିଙ୍କରୋଡ୍, ସିଏନବିଟି, ଜୁଡିସିଆଲ୍ ଏକାଡେମି, ସତୀଚଉରା ଦେଇ ବାରବାଟୀରେ ପହଞ୍ଚିବ ,

ସିଏନବିଟିକୁ ପୂର୍ବ ଭଳି କଟକ-ଭୁବନେଶ୍ବର ରାସ୍ତାରେ ଚଳାଚଳ କରୁଥିବା ୧୬୦ଟି ବସ୍ ଚାଲିବ , ବାରବାଟୀ ମ୍ୟାଚ୍ ପାଇଁ ଯାତାୟତ ନେଇ କଟକଣା ଲାଗୁ ହୋଇଛି । ଜନସାଧରଣଙ୍କ ଏବଂ ଦର୍ଶକଙ୍କ ପାଇଁ ନେଇ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛି କମିଶନରେଟ ପୁଲିସ। ସକାଳ ୮ଟାରୁ ଭିଡ଼ ଭାଙ୍ଗିବା ପର୍ଯ୍ୟନ୍ତ ଟ୍ରାଫିକ କଟକଣା ଜାରି କରାଯାଇଛି । ମାତା ମଠ ପଟୁ ମହାନଦୀ ରିଂ ରୋଡ୍‌ରେ ଆସୁଥିବା ସମସ୍ତ ଯାନବାହନ ଗୁଡ଼ିକ ତଳ ବାଲିଯାତ୍ରା ପଡ଼ିଆରେ ନିଜ ଗାଡିଗୁଡିକୁ ପାର୍ଟି କରି ପାରିବେ

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 7 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 74 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ