ବିଜେଡ଼ି ଓ କଂଗ୍ରେସ ଏକାଠି ହେବା ନେଇ ଚର୍ଚ୍ଚା !

Spread the love

ଏକଦା ରାଜ୍ୟର ଏକ ନମ୍ବର ଦଳ ବିଜେଡ଼ି ଏବେ ବ୍ୟାକ୍‌ଫୁଟରେ ରହିଛି । ସେପଟେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟତାକୁ କାନ୍ଧେଇ ବିଜେପି ରାଜ୍ୟରେ କାୟା ବିସ୍ତାର କରୁଛି । ଅପରପକ୍ଷରେ କଂଗ୍ରେସ ଯଥା ପୂର୍ବଂ ତଥା ପରଂ ଭଳି ଅସହାୟ ଅବସ୍ଥାରେ ଭବିଷ୍ୟତ ଖୋଜିବାରେ ବିଜେଡ଼ିରେ ନବୀନଙ୍କ ଶାସନର ଛାଟ ହୁଗୁଳି ହୁଗୁଳି ଚାଲିଛି । କଂଗ୍ରେସ ଭଳି ଗୋଷ୍ଠୀକନ୍ଦଳରେ ବିଜେଡ଼ି ବି ଆକ୍ତାମାକ୍ତା ହୋଇଗଲାଣି । ଯାହାକୁ ନେଇ ନବୀନ ଚିନ୍ତାରେ ପଡ଼ିଯାଇଛନ୍ତି । ତେବେ ୨୦୨୯ରେ କ୍ଷମତା ପାଇଁ ବିଜେଡ଼ି ଏବେ ନିଜ ଦମ ଉପରେ ଯେତିକି ଭରସା କରୁଛି, ତାହାଠୁ ଅଧିକ ଭରସା ମେଣ୍ଟ ଉପରେ ହିଁ ରଖିଛି । ଅତଏବ ଆଗାମୀ ନିର୍ବାଚନରେ ବିଜେଡି-କଂଗ୍ରେସ ମେଣ୍ଟ ହେବା ନେଇ ରାଜନୀତିକ ଅଳିନ୍ଦରେ ଚର୍ଚ୍ଚା ହେଉଛି ।

  • Related Posts

    ରାଜ୍ୟସଭାରୁ ଇସ୍ତଫା ଦେଲେ ବିଜେପି ସାଂସଦ ଦିନେଶ ଶର୍ମା

    Spread the love

    Spread the loveଜେଏମଜେ ବ୍ୟୁରୋ : ବିଜେପିର ରାଜ୍ୟସଭା ସାଂସଦ ତଥା ଉତ୍ତରପ୍ରଦେଶର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଡା. ଦିନେଶ ଶର୍ମା ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ରାଜ୍ୟସଭାର ଚେୟାରମ୍ୟାନ୍ ସି.ପି. ରାଧାକୃଷ୍ଣନ ତାଙ୍କ ଇସ୍ତଫାକୁ ଗ୍ରହଣ କରିବା ସହ ତାଙ୍କ ଆସନକୁ…

    MMDR ଆକ୍ଟକୁ ଜୋରଦାର ବିରୋଧ, ଇଣ୍ଡିଆ ବ୍ଲକର ବିଶାଳ ସମାବେଶ, ଆସନ୍ତାକାଲି ବିକ୍ଷୋଭ କରିବ ବିଜେଡି

    Spread the love

    Spread the loveଭୁବନେଶ୍ଵର, ୮/୯ : ଜେଏମଜେ ନ୍ୟୁଜ : ଏମଏମଡିଆର ବିଲ ବିରୋଧ କରି ଭୁବନେଶ୍ୱର ଲୋୟର ପିଏମଜିରେ ଇଣ୍ଡିଆ ବ୍ଲକ ପକ୍ଷରୁ ବିଶାଳ ସମାବେଶ ଅନୁଷ୍ଠିତ ହୋଇଛି । ଆସନ୍ତା ୨୯ ତାରିଖରେ ବିଧାନସଭା ଘେରାଉ କରିବାକୁ ଇଣ୍ଡିଆ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 24 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 20 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ