ବୁଲା କୁକୁର,ଗାଈ ରୋକିବା ପାଇଁ ସବୁ ଶିକ୍ଷାନୁଷ୍ଠାନ କୁ ଚିଠି ଲେଖିଲେ ଉଚ୍ଚଶିକ୍ଷା ବିଭାଗ

Spread the love

ଭୁବନେଶ୍ବର: ଜେଏମଜେ ବ୍ୟୁରୋ : ସବୁ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଉଚ୍ଚଶିକ୍ଷା ବିଭାଗର ଚିଠି । କୁକୁର, ଗାଈ କଲେଜରେ ପ୍ରବେଶ ରୋକିବା ପାଇଁ ପଦକ୍ଷେପ ନେବାକୁ ଚିଠି ଦିଆଯାଇଛି । ଏନେଇ ସମସ୍ତ ସରକାରୀ/ଅଣସରକାରୀ ସହାୟତାପ୍ରାପ୍ତ ଡିଗ୍ରୀ କଲେଜର ଅଧ୍ୟକ୍ଷମାନଙ୍କୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଚିଠି କରାଯାଇଛି । କଲେଜରେ ପର୍ଯ୍ୟାପ୍ତ ପାଚେରୀ ଓ ଫାଟକ ସୁରକ୍ଷିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ପାଇଁ ସଚେତନତା କ୍ଲାସ କରିବାକୁ ପରାମର୍ଶ ଦିଆଯାଇଛି ।ଏଥିସହ ପଶୁଙ୍କ ପ୍ରତି ପ୍ରତିରୋଧକ ଆଚରଣ, କାମୁଡ଼ା ଚିକିତ୍ସା ଉପରେ କରାଯିବ ସଚେତନ । ପଶୁମାନଙ୍କୁ ଆକର୍ଷିତ କରୁଥିବା ଖାଦ୍ୟ ଉତ୍ସଗୁଡ଼ିକୁ ଦୂର କରିବା ସହ ଉପଯୁକ୍ତ ଅପଚୟ ପରିଚାଳନା ବ୍ୟବସ୍ଥା କାର୍ଯ୍ୟକାରୀ କରାଯିବ ।

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 6 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ