ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ମାଲକାନଗିରି ହିଂସା ରିପୋର୍ଟ।

Spread the love

ଭୁବନେଶ୍ୱର: (ଜେଏମଜେ ବ୍ୟୁରୋ ): ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି ।

ତେବେ ଗତକାଲି ଉପମୁଖ୍ୟମନ୍ତ୍ରୀ ମାଲକାନଗିରି ଗସ୍ତରେ ଯାଇ ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ ଆଲୋଚନା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖି କହିଥିଲେ ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି । ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ ।

ସେପଟେ, ମାଲକାନଗିରିର ଏମ୍‌ଭି ୨୬ରେ ସୁଧୁରୁଛି ସ୍ଥିତି, ଫେରୁଛି ଶାନ୍ତି । ଜିଲ୍ଲାରେ ଇଣ୍ଟରନେଟ୍‌ କଟକଣା ୨୪ ଘଣ୍ଟା ବୃଦ୍ଧି କରାଯାଇଛି । ଆଜି ରାତି ୧୨ ଯାଏଁ କଟକଣା ବଢ଼ିଛି । ସେପଟେ ଆସନ୍ତା ୧୪ରୁ ୧୮ ଯାଏଁ ହେବାକୁ ଥିବା ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ ରହିଛି ।

  • jmjnewso

    Related Posts

    ମହିଳା ମାଓବାଦୀ ମୋଙ୍ଗଡ଼ିଙ୍କ ଆତ୍ମସମର୍ପଣ;

    Spread the love

    Spread the loveରାଉରକେଲା: ଜେଏମଜେ ନ୍ୟୁଜ : ଜଣେ ମହିଳା ମାଓବାଦୀ ରାଉରକେଲା ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି । ସୂଚନାଥାଉକି, ସେ ସୁନ୍ଦରଗଡ଼ ଜିଲ୍ଲାରେ ଘଟିଥିବା ବାଙ୍କୋ ଖଣିରୁ ୫ ହଜାର କେଜି ବିସ୍ଫୋରକ ଲୁଟ୍ ଘଟଣାରେ ସଂପୃକ୍ତ ଥିଲେ।…

    ଦିନଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ପୁଲିସ ଉପରେ ଆକ୍ରମଣ: ଆଇନ ଶୃଙ୍ଖଳା କୁ ଉଠିଲା ପ୍ରଶ୍ନ?

    Spread the love

    Spread the loveବାଲିଗୁଡା : ଜେଏମଜେ ନ୍ୟୁଜ : ଅନ୍ୟକୁ ସୁରକ୍ଷା ଯୋଗାଇବା ପାଇଁ ନ୍ୟସ୍ତ ଥିବା ପୁଲିସ ଅଧିକାରୀଙ୍କ ଉପରେ ଦିନ ଦ୍ବିପ୍ରହରରେ ବିଚ୍ ରାସ୍ତାରେ ଆକ୍ରମଣ ହେବା ଘଟଣା ଏବେ ପୁଲିସର ପାରିବାପଣିଆକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି।…

    Leave a Reply

    Your email address will not be published. Required fields are marked *

    You Missed

    ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

    ନବୀନଙ୍କ ପାଖରୁ ଫାଇଲ ଫେରିନି: ରାଜସ୍ୱ ମନ୍ତ୍ରୀ

    ନବୀନଙ୍କ ବିରୋଧରେ ପୋଲିସ ଲଗାଇଲେ ମୋହନ

    ନବୀନଙ୍କ ବିରୋଧରେ ପୋଲିସ ଲଗାଇଲେ ମୋହନ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।