ଝିଟିପିଟି ପଡିଥିବା ଖାଦ୍ୟ ଖାଇ ୫୦ରୁ ଉର୍ଦ୍ଧ ଛାତ୍ରୀ ଅସୁସ୍ଥ।

Spread the love

ଜେଏମଜେ ବ୍ୟୁରୋ : ବିଷାକ୍ତ ଖାଦ୍ୟ ଖାଇ ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ । ସମସ୍ତଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି । ଏଭଳି ଘଟଣା ଘଟିଛି କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକ ଅନ୍ତର୍ଗତ ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ଖବର ମୁତାବକ, ବାଉଁଶପୁଟ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଧ୍ୟହ୍ନ ଭୋଜନ ରୋଷେଇ ଚାଲିଥିବାବେଳେ, ଝିଟିପିଟି ପଡିଯାଇଥିଲା । ଭାତରେ ଝିଟିପିଟି ପଡ଼ିଥିବା ବିଷାକ୍ତ ଖାଦ୍ୟ ଖାଇ ସ୍କୁଲର ୫୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ ହୋଇପଡିଥିଲେ । ସମସ୍ତଙ୍କୁ ତୁରନ୍ତ ମେଡିକାଲରେ ଭର୍ତ୍ତି କରାଯାଇଛି ।ବର୍ତ୍ତମାନ ମେଡିକାଲ ଟିମର ଚିକିତ୍ସା ଜାରି ରହିଥିବା ବେଳେ, ସମସ୍ତେ ସୁସ୍ଥ ଥିବା ଡାକ୍ତର ନିହାର ରଞ୍ଜନ ଷଡ଼ଙ୍ଗୀ କହିଛନ୍ତି I ସ୍ବାସ୍ଥ୍ୟ ବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି I

  • jmjnewso

    Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    • By jmjnewso
    • September 14, 2026
    • 3 views
    ପିଏମ୍‌ଶ୍ରୀ ସ୍କୁଲ୍‌ରେ କୃଷି ଧନ୍ଦାମୂଳକ ଶିକ୍ଷା: ଓସେପା ଓ ଓୟୁଏଟି ମଧ୍ୟରେ ଚୁକ୍ତି ସ୍ୱାକ୍ଷରିତ

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 73 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ