ବର୍ଦ୍ଧିତ ଦରମା ନେବେନି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ

Spread the love

ଭୁବନେଶ୍ବର(ଜେଏମଜେ ବ୍ୟୁରୋ ): ବର୍ଦ୍ଧିତ ଦରମା ନେବେନି ବିରୋଧି ଦଳ ନେତା ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଲେ ନବୀନ । ବର୍ଦ୍ଧିତ ଦରମାକୁ ଗରିବ କଲ୍ୟାଣ ପାଇଁ ଖର୍ଚ୍ଚ କରିବାକୁ ଚିଠିରେ ଅନୁରୋଧ କରିଛନ୍ତି।

ଏହା ପୂର୍ବରୁ ବଣାଇ ବିଧାୟକ ଲକ୍ଷ୍ମଣ ମୁଣ୍ଡା ଏବଂ ଭୁବନେଶ୍ବରର ଏକାମ୍ର ବିଧାୟକ ବାବୁ ସିଂ ମଧ୍ୟ ବର୍ଦ୍ଧିତ ଦରମା ନେବାକୁ ମନା କରିଥିଲେ । ବାବୁ ସିଂ କହିଥିଲେ ତାଙ୍କର ବର୍ଦ୍ଧିତ ଦରମା ଗରିବ କଲ୍ୟାଣ ପାଇଁ ସେ ଖର୍ଚ୍ଚ କରିବେ ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    • By jmjnewso
    • September 16, 2026
    • 22 views
    ମାଲକାନଗିରିଜେଲରେ ପୁଣି ଜଣେ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    • By jmjnewso
    • September 16, 2026
    • 26 views
    ସମ୍ବଲପୁରରେ ତୃତୀୟ ଡପଲର୍ ରାଡାର୍

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 25 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 39 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍