ଏମଭି ୨୬ ହିଂସାକାଣ୍ଡ ଘଟଣା : ଗିରଫ ସଂଖ୍ୟା ୧୮ ରେ ପହଞ୍ଚିଲା

Spread the love

ଜେଏମଜେ ବ୍ୟୁରୋ : ମାଲକାନଗିରି ଜିଲ୍ଲା ଏମଭି୨୬ ହିଂସାକାଣ୍ଡ ଘଟଣାରେ ଗିରଫ ସଂଖ୍ୟା ୧୮କୁ ବୃଦ୍ଧି ପାଇଛି । ଅନ୍ୟପକ୍ଷରେ  ଘଟଣା ସ୍ଥଳରେ ଶାନ୍ତି ଫେରୁଛି , ସ୍ଥିତିରେ ଆସୁଛି ସୁଧାର ।  ଏମଭି  ଓ ରାଖାଲଗୁଡା ଗାଁ ରୁ ବିଏନଏସର ଧାରା ୧୬୩ଉଚ୍ଛେଦ ହୋଇଥିବା ବେଳେ ଜିଲ୍ଲାରେ ଇଣ୍ଟରନେଟ କଟକଣା ସୋମବାର  ୧୨ ଟା ପର୍ଯ୍ୟନ୍ତ ବଳବତ୍ତର ରହିଛି । ଜିଲ୍ଲା ପ୍ରଶାସନ ତରଫରୁ ଗାଁରେ ରିଲିଫ ସାମଗ୍ରୀ ବଣ୍ଟା ଯାଉଥିବା ବେଳେ ଥଇଥାନ କାର୍ଯ୍ୟ ଜାରି ରହିଛି ।

ପ୍ରଥମ ଦିନ ଠାରୁ ଜିଲ୍ଲା ପ୍ରଶାସନ ତରଫରୁ ରିଲିଫ ସାମଗ୍ରୀ ବଣ୍ଟା ଯାଇଥିବା ବେଳେ ରନ୍ଧା ଖାଦ୍ୟ ବ୍ୟବସ୍ଥା ଚାଲିଛି। ଧୀରେ ଧୀରେ ଗାଁ ରେ ଶାନ୍ତି ଫେରୁଛି। ପ୍ରତିଟି ଘରେ ବିଦ୍ୟୁତ ସଂଯୋଗୀକରଣ ଓ ପାନୀୟ ଜଳ ଵ୍ୟଵସ୍ଥା ପାଇଁ ପାଇପ ଲାଇନ ବ୍ୟବସ୍ଥା କରାଯାଇଛି।  ପ୍ରାଥମିକ ବିଦ୍ୟାଳୟ ଠାରୁ ଆରମ୍ଭ କରି ଉଚ୍ଚ ବିଦ୍ୟାଳୟ ପର୍ଯ୍ୟନ୍ତ ସବୁ ସ୍କୁଲ ବନ୍ଦ ରହିଛି।

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମାଗେ ଜବାବ 1 ଅଗଷ୍ଟ 2026

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ