ସାନ ଉସ୍ତାପଡ଼ା ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Spread the love


ବେଗୁନିଆପଡା : (ଜେଏମଜେ ନ୍ୟୁଜ ): ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ସାନ ଉସ୍ତାପଡ଼ା ପଂଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା , ସରପଞ୍ଚ ସନ୍ତୋଷ କୁମାର ସ୍ୱାଇଁ, ସି ଡି ପି ଓ ନୀଳିମା ଟପ୍ପୋ, ଵି ଇ ଓ ରୁଦ୍ର ନାରାୟଣ ସାହୁ , ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ , କନିଷ୍ଠ ଯନ୍ତ୍ରୀ ଧର୍ମେନ୍ଦ୍ର ବାଡ଼ତ୍ୟା , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା, ଗ୍ରାମ୍ୟ ଉର୍ନ୍ନୟନ ବିଭାଗ ଏସ ଡି ଓ ଭି. ଶଙ୍କର ରାଓ, କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ବେହେରା, ଭାରପ୍ରାପ୍ତ ବ୍ଳକ୍ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା , ଡବ୍ଲୁ ଇ ଓ ସ୍ଵାଗତିକା ରାଉତ,କୃଷି ଅଧିକାରୀ ରାମଲାଲ ସାମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା,ବି ପି ଏମ ଗ୍ୟାନ ରଞ୍ଜନ ରାଉତ, ବି ଏଲ ସି ଦେବରାଜ ବେହେରା, ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ , ପି ଇ ଓ ମନୋଜ ମହାନ୍ତି , ଉଦ୍ୟାନ ଅଧିକାରୀ ସୁଭାଶିଷ ପାତ୍ର ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ବ୍ଲକ କର୍ମଚାରୀ, ପଂଚାୟତ କର୍ମଚାରୀ, ଅଙ୍ଗନବାଡି କର୍ମୀ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ । ସମୁଦାୟ 21 ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ ଭତ୍ତା , ରାସନ କାର୍ଡ 16 ଗୋଟି , ସୁଭଦ୍ରା 4 ଗୋଟି , ଗ୍ରାମ୍ୟ ଉର୍ନ୍ନୟନ ରାସ୍ତା ଗୋଟିଏ ଅଭିଯୋଗ ହୋଇଥିଲା

କୃଷ୍ଣ ଚନ୍ଦ୍ର ପଲେଇଙ୍କ ରିପୋର୍ଟ

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ