ବଢୁଛି ବିଜେପି, ଦ୍ୱନ୍ଦ୍ୱରେ ଶଙ୍ଖ ଶିବିର..ପୁଣି ଗଞ୍ଜାମ ଆସୁଛନ୍ତି ମୁଖ୍ୟମନ୍ତ୍ରୀ।

Spread the love

ବ୍ରହ୍ମପୁର : (ଜେଏମଜେ ନ୍ୟୁଜ ): କଡ଼ ଲେଉଟାଉଛି ଗଞ୍ଜାମ ଜିଲ୍ଲା ରାଜନୀତି । ନିଜ ଜିଲ୍ଲାକୁ ଯାଉନାହାନ୍ତି ନବୀନ ପଟ୍ଟନାୟକ । ବିଜେଡି ଜିଲ୍ଲା ସଭାପତିଙ୍କୁ ହତ୍ୟା ମାମଲାରେ ଜାମିନ ମିଳୁନି । ସେପଟେ ବାରମ୍ବାର ଗଞ୍ଜାମ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେଣୁ ଆଲୋଚନା ଚାଲିଛି ଏକପାଖିଆ ରାଜନୀତି ଆଡକୁ ମୁହାଁଉଛି କି ଗଞ୍ଜାମ ?
ଗଞ୍ଜାମ ରାଜନୀତିରେ ଘଡିକେ ଘୋଡ଼ା ଛୁଟୁଛି । ବଢୁଛି ବିଜେପି, ଦ୍ୱନ୍ଦ୍ୱରେ ଶଙ୍ଖ ଶିବିର। ହିଞ୍ଜିଳିରୁ ବିଜୟ ପରେ ଗଞ୍ଜାମରେ ରାଜନୈତିକ ମଞ୍ଚ ବାନ୍ଧିନାହାନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦଳ ସଭାପତି ଥାଇ ବି ଜିଲ୍ଲା ରାଜନୀତିର ଗୋଟି ଯେମିତି ନବୀନଙ୍କ ହାତରେ ନାହିଁ। ସେପଟେ ଗଞ୍ଜାମରେ ବିଜେଡି ରାଜନୀତି ବୁଝିବାକୁ ଯେମିତି ନେତାଙ୍କ ବି ଆଗ୍ରହ ନାହିଁ । ପୀତବାସ ପଣ୍ଡା ହତ୍ୟା ମାମଲାରେ ବିଜେଡି ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଜେଲରେ ଅଛନ୍ତି । ଫଳରେ ଦଳ କାହା ନେତୃତ୍ୱରେ ଆଗକୁ ବଢିବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖାଦେଇଛି ।

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 23 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 33 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 46 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 46 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ