ନବୀନ ପଟ୍ଟନାୟକଙ୍କୁଭେଟିଲେ ଶେରଗଡ଼ ଜନତା ଓ କର୍ମୀ।

Spread the love


ଶେରଗଡ଼ :(ଜେଏମଜେ ନ୍ୟୁଜ): ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ର ଶେରଗଡ଼ ବ୍ଲକର ଜନ ସାଧାରଣ ଓ ବିଜୁ ଜନତା ଦଳ ନେତା ଓ କର୍ମୀ ମାନେ ଆଜି ପୂର୍ବାହ୍ନ ରେ ନବୀନ ନିବାସ ରେ ବିଜେଡି ସଭାପତି ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଙ୍କୁ ଭେଟି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ କରିଛନ୍ତି। ଜିଲ୍ଲା ପୋଲିସ ଦଳୀୟ ଭିତ୍ତି ରେ କାମ କରୁଥିବା ଓ ବିଜେଡି କର୍ମୀ ମାନଙ୍କୁ ହଇରାଣ କରୁଥିବା, ବିକାଶ କାମ ଅଧାପନ୍ତରିଆ ପଡ଼ିଥିବା .ସ୍କୁଲରେ ଶିକ୍ଷକ ପଦବୀ ପୂରଣ ହେଉନଥିବା ,କେତେକ ସ୍କୁଲରେ ବିଦ୍ୟୁତ ସଂଯୋଗ ଦିଆଯାଉ ନ ଥିବା ଯୋଗୁଁ ଶିକ୍ଷଦାନ ରେ ଅବନତି ହେଉଥିବା ନେଇ ସେମାନେ ଶ୍ରୀ ପଟ୍ଟନାୟକ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ. ସେହିପରି ଧାନ ସଂଗ୍ରହ ରେ ଅବ୍ୟବସ୍ଥା ଯୋଗୁଁ ଚାଷୀ କିପରି ହଇରାଣ ହେଉଛନ୍ତି ସେ ବିଷୟରେ ଶ୍ରୀ ପଟ୍ଟନାୟକ ଙ୍କ ଦୃଷ୍ଟି ଆକର୍ଷଣ କରିଥଲେ.। ଡାକ୍ତର ଙ୍କ ସମେତ ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଶେରଗଡ଼ ବାହାରକୁ ମନଇଛା ବଦଳି କରାଯାଉ ଥିବା ଓ ଖାଲି ପଦବୀ ପୂରଣ କରା ନ ଯାଉଥିବାରୁ ସ୍ୱାସ୍ଥ୍ୟ ସେବା ମଧ୍ୟ ବିପର୍ଯ୍ୟସ୍ତ ହୋଇ ପଡିଛି.
ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟ ରେ ଖାଦ୍ୟ ସୁରକ୍ଷା ଓ ସାମାଜିକ ସୁରକ୍ଷା ଭତ୍ତା ପାଇବାରେ ହିତାଧିକାରୀ ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କ ରେ ସେମାନେ ଶ୍ରୀ ପଟ୍ଟନାୟକ ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ.
ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ ଏଭଳି ପ୍ରଶାସନିକ ଉଦାସୀନତା ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଏ ବିଷୟ ରେ ଜିଲ୍ଲା ପ୍ରଶାସନ ସହ ଆଲୋଚନା କରିବେ ବୋଲି କହିଥିଲେ.

ବିଭୁତି ଶତପଥୀଙ୍କ ରିପୋର୍ଟ…

  • jmjnewso

    Related Posts

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    Spread the love

    Spread the loveଭୁବନେଶ୍ୱର : ଜେଏମଜେ ନ୍ୟୁଜ : ରାଜ୍ୟରେ ଭିତ୍ତିଭୂମି ବିକାଶ କାର୍ଯ୍ୟର ମନ୍ଥର ଗତିକୁ ନେଇ ବ୍ୟାପକ ଅସନ୍ତୋଷ ମଧ୍ୟରେ, ବର୍ତ୍ତମାନ ଖୋଦ ଶାସକ ଦଳର ତିନିଜଣ ପ୍ରଭାବଶାଳୀ ସାଂସଦ ସରକାରଙ୍କ ଉପରେ ନିଜର ଅସନ୍ତୋଷ ବ୍ୟକ୍ତ କରିଛନ୍ତି।ବଲାଙ୍ଗୀର…

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    Spread the love

    Spread the loveଜେଏମଜେ ବ୍ୟୁରୋ : ସରକାରୀ କାମରେ ବଡ଼ ଗଡ଼ବଡ଼ର ଅଭିଯୋଗ । ଚିଠି ଲେଖି ଅସନ୍ତୋଷ ଝାଡ଼ିଲେ ତିନି ସାଂସଦ । ସଙ୍ଗୀତା ସିଂଦେଓ, ବଳଭଦ୍ର ମାଝୀ,ଓ ପାଣିଗ୍ରାହୀଙ୍କ ଚିଠି । ତେବେ ଚିଠିରେ କେଉଁ ସାଂସଦ କଣ…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ