28ତମ ଜାତୀୟ ସ୍ତରୀୟ ପରବ ଉଦଘାଟିତ

Spread the love

କୋରାପୁଟ:(ଜେଏମଜେ ନ୍ୟୁଜ): ଆଜି ସ୍ଥାନୀୟ ପରବ ପଡିଆରେ 28ତମ ଜାତୀୟ ସ୍ତରୀୟ ପରବ ଉଦଘାଟିତ ହୋଇଯାଇଛି l ନଗର ଉନ୍ନୟନ ମନ୍ତ୍ରୀ ଡ଼ କୃଷ୍ଣ ଚନ୍ଦ୍ର ମହାପାତ୍ର ମୂଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳିତ କରିବା ସହ ମଶାଲ ଜାଳି କାଯ୍ୟକ୍ରମ କୁ ଉଦଘାଟନ କରିଥିଲେ l କୋରାପୁଟ ଜିଲ୍ଲାପାଳ ମନୋଜ ସତ୍ୟବାନ ମହାଜନ ସ୍ୱାଗତ ଭାଷଣ ଦେଇଥିବା ବେଳେ କୋରାପୁଟ ବିଧାୟକ ରଘୁରାମ ମାଛ ପଟାଙ୍ଗୀ ବିଧାୟକ ରାମ କlଡ଼ମ କୋଟପଡ଼ ବିଧାୟକ ରୂପ ଭତ୍ରା ଲକ୍ଷ୍ମୀପୁର ବିଧାୟକ ପବିତ୍ର ସାଉନ୍ତା ଓ ଜିଲାପରିଷଦ ଅଧ୍ୟକ୍ଷl ସସ୍ମିତା ମେଲକା ମଂଚାସୀନ ହେବାସହ କୋରାପୁଟ ର ଏହି ଜାତୀୟ ସ୍ତରୀୟ ପରବ ର ପ୍ରଶଂସା କରିଥିଲେ l ସେହିପରି ମାନନୀୟ ମନ୍ତ୍ରୀ ପରବ ର ଆଭିମୁଖ୍ୟ ଉପରେ ଆଲୋକପାତ କରିବା ସହ ରାଜ୍ୟସରକାର ଙ୍କର ଉନ୍ନୟନ ମୂଳକ କାଯ୍ୟ ସହ ନିଜ ବିଭାଗ ର କାଯ୍ୟକ୍ରମ ଉପରେ ସମ୍ୟକ ବିବରଣୀ ପ୍ରଦାନ କରିଥିଲେ l ପରେ ସାଂକୃତିକ କାଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l
ଦେବାଶ୍ରିତ ପଟନାୟକଙ୍କ ରିପୋର୍ଟ…

  • jmjnewso

    Related Posts

    ନିର୍ମାଣ କୌଶଳ ବିକାଶ ପ୍ରତିଷ୍ଠାନ ଉଦ୍‌ଘାଟିତ

    Spread the love

    Spread the loveକବିସୂର୍ଯ୍ୟନଗର : ଜେଏମଜେ ବ୍ୟୁରୋ କବିସୂର୍ଯ୍ୟନଗର ବନଦେବୀ ଆଇ.ଟି.ଆଇ ଠାରେ ଏଲ୍ ଏଣ୍ଡ ଟି ପ୍ରାଇଭେଟ୍ ଲିମିଟେତ ସଂସ୍ଥା ତରଫରୁ ଏକ construction skill training institute ର ଶୁଭ ଉଦ୍‌ଘାଟନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ L &…

    SIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ

    Spread the love

    Spread the loveSIR କାର୍ଯ୍ୟରେ ଅବହେଳା ପାଇଁ BLO ନିଲମ୍ବିତ କଳାହାଣ୍ଡି: ଜେଏମଜେ ନ୍ୟୁଜ : SIR କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବିତ ହେଲେ BLO ଦାୟିତ୍ବରେ ନର୍ଲା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବୋରିଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ରାଜ୍ୟରେ ବନ୍ୟା ସ୍ଥିତି ଗମ୍ଭୀର: ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର ହେଲେ ୧.୬୫ ଲକ୍ଷ ଲୋକ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଆକାଶ ମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ, ଛାଡିଲେ ହେବ କ୍ଷୟକ୍ଷତି ଆକଳନ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ଲାଇଫ ଜ୍ୟାକେଟ୍‌ ପିନ୍ଧି ୧୫ ବନ୍ୟା ବିପନ୍ନଙ୍କୁ ଉଦ୍ଧାର କଲେ ଜିଲ୍ଲାପାଳ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ସୀମାନ୍ତ ରାଜ୍ୟରେ ଓଡ଼ିଆ ଶିକ୍ଷା ବାଟବଣା, ବିଧାନସଭା ଗୃହ କମିଟି ଅସନ୍ତୁଷ୍ଟ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ

    ଏସଆଇ ଆର କୁ ନେଇ ଏବେ ବି ଅଜ୍ଞ କୋରାପୁଟିଆ ଆଦିବାସୀ