୪୫୬ଟି ଥାନାରେ ଅଚଳ, ୧୩ ଥାନାରେ ନାହିଁ ସିସିଟିଭି.

Spread the love

ଜେଏମଜେ ବ୍ୟୁରୋ : ଆଜି ହାଇକୋର୍ଟରେ ଭରତପୁର ଥାନା ମାମଲାର ଶୁଣାଣି ହୋଇଛି । ଶୁଣାଣି ବେଳେ ବ୍ୟକ୍ତିଗତ ଭାବେ ହାଇକୋର୍ଟରେ ହାଜର ହୋଇ ଉତ୍ତର ରଖିଛନ୍ତି ଏଡିଜି ଦୟାଲ ଗଙ୍ଗଓ୍ବାର୍ । ସେ କହିଛନ୍ତି ରାଜ୍ୟର ୪୫୬ଟି ଥାନାରେ ସଠିକ ଭାବେ କାମ କରୁନି ସିସିଟିଭି । ସେହିପରି ୧୩ଟି ଥାନାରେ ସିସିଟିଭି ଆଦୌ ନଥିବା ହାଇକୋର୍ଟଙ୍କୁ ଜଣାଇଛନ୍ତି ଏଡିଜି ଦୟାଲ ଗଙ୍ଗୱାର୍‌ ।
ତେବେ ୧୫ ଦିନ ଭିତରେ୧୩ଟି ଥାନାରେ ସିସିଟିଭି ଲଗାଯିବ ବୋଲି ଏଡିଜେ କୋର୍ଟଙ୍କୁ ଜଣାଇଛନ୍ତି । ୧୫ ଦିନରେ ସବୁ ଥାନାର ସିସିଟିଭି କନେକସନ୍ ଏସପି ଅଫିସ୍ ରେ ରହିବ । ଏହାଦ୍ବାରା ଏସପି ନିଜେ ସବୁ ଥାନାର ସ୍ଥିତି ବିଷୟରେ ଅବଗତ ହୋଇପାରିବେ ।

ଭରତପୁର ମାମଲା ପରେ ହାଇକୋର୍ଟ ରାଜ୍ୟର କେତୋଟି ଥାନାରେ ସିସିଟିଭି ଅଛି କି ନାହିଁ ସେନେଇ ସରକାରଙ୍କୁ ଜବାବ ତଲବ କରିଥିଲେ । ପରେ ଯେଉଁ ସବୁ ଥାନାରେ ସିସିଟଭି ନାହିଁ ସେହି ଥାନା ଗୁଡ଼ିକରେ ସିସିଟିଭି ଲଗାଇବାକୁ ସରକାର ନିର୍ଦ୍ଦେଶ ଦେଇଥିଲେ ।

  • Related Posts

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    Spread the love

    Spread the loveପୁରୀ : ଜେଏମଜେ ନ୍ୟୁଜ : ସ୍ୱର୍ଗଦ୍ୱାରରେ ସରିଗଲା କାଠ । ଦୀର୍ଘ ସାଢ଼େ ୩ ଘଣ୍ଟା ଶବ ଅପେକ୍ଷା କରିବା ପରେ ଆସିଲା କାଠ । ଶବ ପୋଡ଼ା ଆରମ୍ଭ ହେଲା । ରାତି ୧୦ଟା ବେଳକୁ…

    ଦୁଇ ବସ୍ ମୁହାଁମୁହିଁ ଧକ୍କା, ଚାଲିଗଲା ୬ ଜୀବନ

    Spread the love

    Spread the love ଜେଏମଜେ ବ୍ୟୁରୋ : ତାମିଲନାଡୁର ତେନକାସୀ ଜିଲ୍ଲାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁଇଟି ଘରୋଇ ବସ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୬ ଜଣଙ୍କ ମୃତ୍ୟୁ ଘଟିଛି ଏବଂ ୨୮ ଜଣ ଆହତ ହୋଇଛନ୍ତି…

    Leave a Reply

    Your email address will not be published. Required fields are marked *

    You Missed

    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    • By jmjnewso
    • September 16, 2026
    • 21 views
    ବଜାର ରେ. ମିଳୁଛି ବିଷ ମିଶା କଦଳୀ ¡ ନିରବୀ ଯାଇଛି ପ୍ରଶାସନ..

    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    • By jmjnewso
    • September 16, 2026
    • 29 views
    ସରକାରଙ୍କୁ ଅଡୁଆ ନିଜ ଦଳର ୩ ସାଂସଦଙ୍କ ଅସନ୍ତୋଷର ଚିଠି!

    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    • By jmjnewso
    • September 15, 2026
    • 45 views
    ବିକାଶ ପ୍ରକଳ୍ପରେ ଅବ୍ୟବସ୍ଥା ଅଭିଯୋଗ ଆଣି ୩ ସାଂସଦଙ୍କ ସରକାରଙ୍କୁ ଚିଠି

    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    • By jmjnewso
    • September 15, 2026
    • 41 views
    ମଣିପୁରରେ ପୁଣି ହିଂସା ; ଦୁଇ ମହିଳାଙ୍କୁ ଗୁଳି କରି ହତ୍ୟା। ଜାଳିଦେଲେ ଫାର୍ମହାଉସ୍

    UPI କାରବାର ନେଇ ଆସିଲା ନୂଆ ନିୟମ

    • By jmjnewso
    • September 15, 2026
    • 44 views
    UPI କାରବାର ନେଇ ଆସିଲା ନୂଆ ନିୟମ

    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ

    • By jmjnewso
    • September 15, 2026
    • 76 views
    ପିଙ୍କୁ ଦାଶ ଙ୍କ ସମେତ 4 ଗିରଫ