ସଦଗୁରୁ ଶିକ୍ଷା ନିକେତନ ପକ୍ଷରୁ କ୍ରୀଡା ପ୍ରତିଯୋଗିତା।

Spread the love

ଚିକିଟି : (ଜେଏମଜେ ନ୍ୟୁଜ ): ଗଞ୍ଜାମ ଜିଲ୍ଲା ଚିକିଟି ସଦଗୁରୁ ଶିକ୍ଷା ନିକେତନ ଇଂଲିଶ ମିଡିୟମ ସ୍କୁଲ ରେ ଗତ ତିନି ଦିନ ଧରି ସମସ୍ତ ଛାତ୍ର ଛାତ୍ରୀ ଙ୍କୁ ନେଇ ଆଧୁନିକ ଏବଂ ଚିରାଚରିତ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ଅଧ୍ୟକ୍ଷ ନରସିଂହ ବେହେରା ଙ୍କ ତତ୍ତ୍ୱ୍ୱାବଧାନରେ କ୍ରୀଡା ଶିକ୍ଷକ ଯୁଧିଷ୍ଠିର ବେହେରା ଏବଂ ବଳରାମ ସାହୁ ଙ୍କ ସମେତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଙ୍କ ସହଯୋଗରେ କ୍ରୀଡା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା। ପ୍ରତିଯୋଗିତା ର ଶେଷ ଦିନ ଶିକ୍ଷକ ଓ ଶିକ୍ଷୟତ୍ରୀଙ୍କ ମ୍ୟୁଜିକାଲ ଚେଇର, କବାଡି ଏବଂ ବଲ ଚାମଚ ପ୍ରତିଯୋଗିତା ଶିଶୁମାନଙ୍କୁ ଅତ୍ୟନ୍ତ ଆକର୍ଷଣୀୟ ସହ ପିଲାଙ୍କୁ ଅଧିକ ପ୍ରେରଣା ଦେଇଥିଲା ଏହି ସମୟରେ ଅଭିଭାବକ ଓ ଅଭିଭାବିକାମାନେ ଉପସ୍ଥିତ ରହି ଏହାକୁ ଉପଭୋଗ କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ରଞ୍ଜିତା ସାହୁ, ଲକ୍ଷ୍ମୀ ପଣ୍ଡା, ରଶ୍ମିନ ସାହୁ, ହରପ୍ରିୟା ପ୍ରଧାନ, ଅର୍ଚ୍ଚନା ପ୍ରଧାନ, ଦୀପାଞ୍ଜଳି ପ୍ରଧାନ, ପ୍ରଜ୍ଞା ବେହେରା, ଓ ରୁକ୍କୁଣୀ ବେହେରା ପରିଚାଳନା କରିଥିଲେ।

ନରସିଂହ ବେହେରାଙ୍କ ରିପୋର୍ଟ jmj ନ୍ୟୁଜ

  • jmjnewso

    Related Posts

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    Spread the love

    Spread the loveବୌଦ୍ଧ:ଜେଏମଜେ ନ୍ୟୁଜ :(ପୂର୍ଣ୍ଣ ଚରଣ ସାହୁ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ପୁଲିସ ପକ୍ଷରୁ କଣ୍ଟାମାଳ -ଡ଼ୁମାଲପାଲି -ଉଦେପୁର ରାସ୍ତାରେ ପେଟ୍ରୋଲିଙ୍ଗ କରୁଥିବା ସମୟରେ କାର ଭିତରୁ ବିପୁଳ ଗଞ୍ଜେଇ ଜବତ କରିଥିବା ବେଳେ ଗାଡିର ଡ୍ରାଇଭର ଫେରାର…

    କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

    Spread the love

    Spread the loveବୌଦ୍ଧ: ଜେଏମଜେ ନ୍ୟୁଜ : (ପୂର୍ଣ୍ଣ ଚରଣ ସାହୁ )କଣ୍ଟାମାଳ ବ୍ଲକ ଡଃ ଆମ୍ବେଦକର କଲ୍ୟାଣ ସମିତି ପକ୍ଷରୁ ସମ୍ବିଧାନ ପ୍ରଣେତା ଡଃ ଭୀମରାଓ ରାମଜୀ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଦିବସ ପାଳିତ ହୋଇଯାଇଛି। ସଙ୍ଘ ସଭାପତି…

    Leave a Reply

    Your email address will not be published. Required fields are marked *

    You Missed

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ମୋକିମଙ୍କ ନୂଆ ଦଳ ଲୋକାର୍ପିତ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ରାଜ୍ୟର ସବୁ ସାଂସଦଙ୍କୁ ଚିଠି ଲେଖିଲେ ନବୀନ

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    ଗଞ୍ଜେଇ ସହ ଆଇ ଟେନ କାର ଜବତ, ଡ୍ରାଇଭର ଫେରାର

    କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

    କଣ୍ଟାମାଳରେ ବାବା ସାହେବ ଡଃ ଆମ୍ୱେଦକର ଜନ୍ମ ଜୟନ୍ତୀ ପାଳିତ

    ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜୟନ୍ତୀ

    ଭରତ ରତ୍ନ ଡକ୍ଟର ଭୀମ ରାଓ ଆମ୍ବେଦକର ଙ୍କ ଜୟନ୍ତୀ

    ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି

    ଶ୍ରୀ ହନୁମାନ ସ୍ୱେଚ୍ଛାସେବୀ ଯୁବକ ସଙ୍ଘ ତରଫରୁ ୧୯ ତମ ମହା ବିଷୁବ ପଣା ସଂକ୍ରାନ୍ତି