ଭଞ୍ଜ ଭୂମି ପାଲାକାର ସଂଘ ର ସାଧାରଣ ପରିଷଦ ବୈଠକ

Spread the love

କରଞ୍ଜିଆ-ଜେଏମଜେ ନ୍ୟୁଜ: ( ଜିତେନ୍ଦ୍ର ରାଜ): ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ବ୍ଲକ ବୀରଯଦୁନାଥପୁର ପୁଣ୍ୟତୟା ବୈତରଣୀ ନଈ କୂଳରେ ମୟୂରଭଞ୍ଜ ଭଞ୍ଜ ଭୂମି ପାଲାକାର ସଂଘ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ଡ଼ଃ ସୁଧାଂଶୁ ଶେଖର ଗିରି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଏହି ବୈଠକ ରେ ଉପ- ସଭାପତି ଶୁଶିଲ ଚନ୍ଦ୍ର ମହାରଣା,ଟ୍ରଷ୍ଟ ବୋର୍ଡ ର ଅଧ୍ୟକ୍ଷ ସୁବାସ ଚନ୍ଦ୍ର ପଣ୍ଡା, ସାଧାରଣ ସମ୍ପାଦକ ଉମେଶ ଚନ୍ଦ୍ର ବେହେରା,ସହ- ସମ୍ପାଦକ ବସନ୍ତ କୁମାର ଦାଶ କୋଷାଧ୍ୟକ୍ଷ ଗୋପାଳକୃଷ୍ଣ ପାତ୍ର, ପରାମର୍ଶ ଦାତା କମିଟିର ସଦସ୍ୟ ଶିରିଶ ଚନ୍ଦ୍ର ଗିରି,ସତିଶ ଚନ୍ଦ୍ର ବାରିକ, ମୀନକେତନ ଗିରି, ପ୍ରଦୀପ କୁମାର ଗିରି, ବାୟକ ଗୋଲେଶ ଭୋଇ, ସଙ୍ଗୀତ ‌ବ୍ରଜମୋହନ ପଣ୍ଡା, ସରୋଜ ପଣ୍ଡା,ମନ୍ତ୍ରୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ବିଗତ ବର୍ଷ ଅନୁଷ୍ଠିତ ପାଲା ସମ୍ମିଳନୀ ର ସମୀକ୍ଷା ତଥା ଆଗାମୀ ବର୍ଷ ମୟୁରଭଞ୍ଜ ଜିଲ୍ଲା ପାଲାକାର ସମ୍ମିଳନୀ ସମ୍ପର୍କରେ ଆଲୋଚନା ହୋଇଥିଲା.. ବୈଠକ ରେ ସର୍ବସମ୍ମତ କ୍ରମେ ୨୦୨୬ ବର୍ଷ ର ଜିଲ୍ଲା ପାଲାକାର ସମ୍ମିଳନୀ ମୟୁରଭଞ୍ଜ ଜିଲ୍ଳାର ଅଧିଷ୍ଠାତ୍ରୀ ଦେବୀ ମା କିଚକେଶ୍ବରୀ ଙ୍କ ପୀଠ ଖିଚିଂ ଠାରେ କରିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା
କାର୍ଯ୍ୟକ୍ରମ ଶେଷରେ ମୟୂରଭଞ୍ଜ ଭଞ୍ଜ ଭୂମି ପାଲାକାର ସଂଘ ର ସାଧାରଣ ସମ୍ପାଦକ ତଥା ବିଶିଷ୍ଟ ପାଲାଗାୟକ ଉମେଶ ଚନ୍ଦ୍ର ବେହେରା ସଙ୍ଘ ର ନିଜସ୍ୱ ଗୃହ ନଥିବାରୁ ସରକାର ଙ୍କ ନିକଟରେ ବିଧିବଦ୍ଧ ଦାବୀ ଉପସ୍ଥାପନ କରିବାକୁ ପ୍ରସ୍ତାବ ଦେବା ସହିତ ଧନ୍ୟବାଦ ଅର୍ପଣ କରିଥିଲେ।

  • jmjnewso

    Related Posts

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    Spread the love

    Spread the loveଆଉ ୩ ଦିନ ପରେ ମଞ୍ଚରେ ମଞ୍ଚସ୍ଥ ହୋଇଥାନ୍ତା ନାଟକ । ଗଣେଜ ପୂଜା ଉପଲକ୍ଷେ ନାଟକ ମଞ୍ଚସ୍ଥ ପାଇଁ ରିହର୍ସଲ ଚାଲିଥିବା ବେଳେ ଅଭାବନୀୟ ଘଟଣା ଘଟିଛି । ଦୁଇ ଯୁବକଙ୍କ ଛୁରାମାଡ଼ରେ ଜଣେ ଯାତ୍ରା କଳାକାରଙ୍କ…

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ନୂଆଖାଇ ପାଇଁ ସାରା ଅଞ୍ଚଳ ଉତ୍ସବମୁଖର । ଗାଁଠୁ ସହର, ସବୁଠି ଦେଖିବାକୁ ମିଳୁଛି ଆନନ୍ଦ ଓ ଉତ୍ସାହର ମାହୋଲ।ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ୱରୀଙ୍କ ପୀଠରେ…

    Leave a Reply

    Your email address will not be published. Required fields are marked *

    You Missed

    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    • By jmjnewso
    • September 15, 2026
    • 25 views
    ରକ୍ତରେ ଭିଜିଲା ରିହର୍ସଲ ମଞ୍ଚ; ଛୁରାମାଡ଼ରେ ଜଣେ କଳାକାର ମୃତ

    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    • By jmjnewso
    • September 15, 2026
    • 21 views
    ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ମା’ ସମଲେଇଙ୍କ ନିକଟରେ ଲାଗି ହେଲା ନବାନ୍ନ

    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    • By jmjnewso
    • September 15, 2026
    • 30 views
    ଢେମ୍‌ସାରେ ଦୁଲୁକିବ ରାଷ୍ଟ୍ରପତି ଭବନ, ନୂଆଁଖାଇ ଉତ୍ସବରେ ଭାଗନେବାକୁ କୋଟପାଡ଼ କଳାବିକାଶ କେନ୍ଦ୍ରକୁ ଡକରା

    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    • By jmjnewso
    • September 14, 2026
    • 36 views
    ନୂଆଁଖାଇ ପାଇଁ ସଜେଇ ହେଲାଣି ପଶ୍ଚିମ ଓଡ଼ିଶା , ଘରେ ଘରେ ନବାନ୍ନ

    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    • By jmjnewso
    • September 14, 2026
    • 41 views
    ଗଣେଶ ପୂଜା ପେଣ୍ଡାଲରେ ଭୟାବହ ଅଗ୍ନିକାଣ୍ଡ,ମଣ୍ଡପ ଜଳିପୋଡ଼ି ଛାରଖାର

    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ

    • By jmjnewso
    • September 14, 2026
    • 41 views
    ଓଡ଼ିଆ ଭାଷାରେ ନାମ ଫଳକ ଲେଖିବାବାଧ୍ୟତାମୂଳକ କରାଯାଉ : ଉତ୍କଳ ସମ୍ମିଳନୀ