ବିଜେପି ଓ କଂଗ୍ରେସରେ ଭଳି ବିଜେଡିରେ କନ୍ଦଳ ନାହିଁ ,ଦଳ ଏକଜୁଟ୍ ଅଛି: ଅଶୋକ ପଣ୍ଡା

Spread the love

ଭୁବନେଶ୍ୱର: ଜେଏମଜେ ନ୍ୟୁଜ (ସମୀର ନାୟକ): ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ ।
ସେ ଆହୁରି ମଧ୍ୟ କହିଛନ୍ତି ମତାନ୍ତର ମନାନ୍ତର ରହିବା ସ୍ବାଭାବିକ, କିନ୍ତୁ ସମସ୍ତଙ୍କୁ ନେଇ ଦଳ ଚାଲିବ। ଭୋଜି ଭାତ ଚାଲିବ, କାହାକୁ ଡାକିବେ ନ ଡାକିବେ ସେମାନଙ୍କ ନିଷ୍ପତ୍ତି’। କିନ୍ତୁ ମେଳି କିଛି ନୁହେଁ, ଦଳ ଏକଜୁଟ୍‌ ଅଛି ବୋଲି ଅଶୋକ ସ୍ପଷ୍ଟ କହିଛନ୍ତି।ସମ୍ବଲପୁରରେ ବିଜେପି ରାଜ୍ୟ ସଭାପତିଙ୍କୁ ଆକ୍ରମଣ କରାଯାଇଛି । ସବୁଠି ମତାନ୍ତର ମନାନ୍ତର ରହିବା ସ୍ୱାଭାବିକ । କିନ୍ତୁ ସମସ୍ତଙ୍କୁ ନେଇ ଚାଲିବ ଦଳ । ଭୋଜି ଭାତ ଚାଲିବ । କାହାକୁ ଡାକିବେ ନ ଡାକିବେ ସେମାନଙ୍କ ନିଷ୍ପତ୍ତି । କିନ୍ତୁ ମେଳି କିଛି ନୁହେଁ । ଦଳ ଏକଜୁଟ ଅଛି ବୋଲି ଅଶୋକ ପଣ୍ଡା କହିଛନ୍ତି ।

  • jmjnewso

    Related Posts

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀଙ୍କ କାଲିଘାଟ ବାସଭବନ ଏବଂ ରାଜ୍ୟ ସଚିବାଳୟ, ନବାନ୍ନାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ତାଙ୍କ ବାସଭବନ ନିକଟରେ କିଛି ଲୋକ ‘ଜୟ ଶ୍ରୀ…

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    Spread the love

    Spread the loveଜେଏମଜେ ବ୍ୟୁରୋ : ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୬ର ହାଇ-ଭୋଲଟେଜ୍ ଲଢ଼େଇ ପରେ ଆଜି ସମସ୍ତଙ୍କ ନଜର ଭୋଟ୍ ଗଣତି ଉପରେ ରହିଛି । ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (TMC) ଏବଂ ଭାରତୀୟ ଜନତା…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!