ଦେଶବାସୀଙ୍କୁ ଝଟକା : ବଢ଼ିଲା ଟ୍ରେନ ଭଡ଼ା

Spread the love

ନୂଆଦିଲ୍ଲୀ:(ଜେଏମଜେ ନ୍ୟୁଜ): ଦେଶବାସୀଙ୍କୁ ପୁଣି ଝଟକା ଦେଲେ କେନ୍ଦ୍ର ସରକାର । ଟ୍ରେନ ଭଡ଼ା ବୃଦ୍ଧି କରିଛନ୍ତି କେନ୍ଦ୍ର ସରକାର । ଯାହା ଆସନ୍ତା ୨୬ ତାରିଖରୁ ଲାଗୁ ହେବ । ସାଧାରଣବର୍ଗରେ ୨୧୫ କିମିରୁ ଅଧିକ ଯାତ୍ରା ପାଇଁ କିମି ପିଛା ୧ ପଇସା ବୃଦ୍ଧି କରାଯାଇଛି । ମେଲ/ଏକ୍ସପ୍ରେସ ନନଏସି ପାଇଁ କିମି ପିଝା ୨ ପଇସା ବୃଦ୍ଧି କରାଯାଇଛି ।ସେହିପରି ଏସି ଯାତ୍ରା ପାଇଁ କିଲୋମିଟର ପିଛା ୨ ପଇସା ବୃଦ୍ଧି କରାଯାଇଛି । ନନଏସିରେ ୫୦୦ କିମି ଯାତ୍ରା ପାଇଁ ଅଧିକ ୧୦ ଟଙ୍କା ଦେବାକୁ ପଡ଼ିବ । ଏହା ଦ୍ୱାରା ଚଳିତ ବର୍ଷ ରେଳବାଇ ୬୦୦ କୋଟିରୁ ଅଧିକ ଟଙ୍କା ଆୟ କରିବ । ତେବେ ଲୋକାଲ ଟେନ ଓ ମାସିକିଆ ଟିକେଟ(ଏମଏସଟି)ରେ କୌଣସି ବୃଦ୍ଧି ହୋଇନାହିଁ ।

  • jmjnewso

    Related Posts

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    Spread the love

    Spread the love ଜେଏମଜେ ନ୍ୟୁଜ : ଅବସରପ୍ରାପ୍ତ ଅଣ-ଗେଜେଟେଡ୍ ଏବଂ ଗେଜେଟେଡ୍ ଦିଲ୍ଲୀ ପୁଲିସ ଅଧିକାରୀଙ୍କ ସଂଗଠନ, ଦିଲ୍ଲୀ ପୁଲିସ ମହାସଂଘ, ଜୁଲାଇ ୩୧ ରେ ପୂର୍ବାହ୍ନ ୧୧ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜନ୍ତରମନ୍ତରରେ ଏକ ଶାନ୍ତିପୂର୍ଣ୍ଣ ଦିନିକିଆ ଧାରଣା…

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    Spread the love

    Spread the loveଜେଏମଜେ ବ୍ୟୁରୋ : ରାଜଧାନୀ ଦିଲ୍ଲୀର ଜନ୍ତରମନ୍ତରରେ କକ୍ରୋଚ୍ ଜନତା ପାର୍ଟି(ସିଜେପି) ପକ୍ଷରୁ ବିକ୍ଷୋଭ ସମୟରେ, ପୁଲିସ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଲାଠିଚାର୍ଜ କରିଥିଲା ଏବଂ ଲୁହ ବୁହା ଗ୍ୟାସ୍ ମଧ୍ୟ ପ୍ରୟୋଗ କରିଥିଲା। ଏହି ମାମଲାର…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026