ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା ଅନୁଷ୍ଠିତ।

Spread the love

ମୟୁରଭଞ୍ଜ ଜିଲ୍ଲା ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ମେଳା କରଞ୍ଜିଆ ପିଏମଶ୍ରୀ ସରକାରୀ ହାଇସ୍କୁଲ ପରିସରରେ ଉଦଘାଟିତ ହୋଇଯାଇଛି।.ଅତିରିକ୍ତ ଜିଲ୍ଲା ଶିକ୍ଷାଅଧିକାରୀ ବିନୋଦ ସିଂ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ଉଦଘାଟନୀ କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ରୂପେ କେନ୍ଦୁଝର ସାଂସଦ ଅନନ୍ତ ନାଏକ ସ୍ୱତନ୍ତ୍ର ଅତିଥି ରୂପେ ମୟୁରଭଞ୍ଜ ଜିଲ୍ଲାପରିଷଦ ଅଧ୍ୟକ୍ଷା ଭାରତୀ ହାଁସଦା, ସମ୍ମାନିତ ରୂପେ କରଞ୍ଜିଆ ଏନଏସି ଅଧ୍ୟକ୍ଷା ପପି ପୃଷ୍ଟି, ଜିଲ୍ଲା ବିଜ୍ଞାନ ଜ୍ଞାନରଞ୍ଜନ ଆଚାର୍ଯ୍ୟ, କମିଟି ସଭାପତି ଚତୁର୍ଭୁଜ ବାରିକ ପ୍ରମୁଖ ଯୋଗଦେଇ ପ୍ରଦର୍ଶନୀ କୁ ଉଦଘାଟନ କରିଥିଲେ।


ଏହି ପ୍ରଦର୍ଶନୀ ରେ ଜିଲ୍ଲାର ୨୬ ଗୋଟି ବ୍ଲକ, ୪ ଟି ପୌରାଞ୍ଚଳ ରୁ୧୮୨ ପ୍ରକଳ୍ପ ଅଂଶଗ୍ରହଣ କରିଛନ୍ତି।

ଏଠାରୁ ମନୋନୀତ ପ୍ରକଳ୍ପ ଗୁଡିକ ଆସନ୍ତା ୨୬ ରୁ କେନ୍ଦୁଝର ଠାରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରେ ଅଂଶଗ୍ରହଣ କରିବେ। ଆସନ୍ତା କାଲି ଏହି ପ୍ରଦର୍ଶନୀ ଉଦଯାପିତ ହେବ।

ମୟୁରଭଞ୍ଜ କରଞ୍ଜିଆ ରୁ ଜିତେନ୍ଦ୍ର ରାଜ ଙ୍କ ରିପୋର୍ଟ

  • jmjnewso

    Related Posts

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    Spread the love

    Spread the loveଜେଏମଜେ ବ୍ୟୁରୋ : ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏହାକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ। ଘରଦ୍ୱାର ସଫାସୁତରାଠାରୁ ଆରମ୍ଭ କରି ନୂଆ ବସ୍ତ୍ର, ପୂଜା ସାମଗ୍ରୀ ଓ ବିଭିନ୍ନ ଖାଦ୍ୟପଦାର୍ଥ କିଣାକିଣିରେ…

    ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

    Spread the love

    Spread the loveମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲମାଲକାନଗିରି: ଜେଏମଜେ ନ୍ୟୁଜ ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ…

    Leave a Reply

    Your email address will not be published. Required fields are marked *

    You Missed

    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    • By jmjnewso
    • September 13, 2026
    • 37 views
    ରାତିପାହିଲେ ଅଗ୍ରପୂଜ୍ୟଙ୍କ ପୂଜା, ଉତ୍ସବମୁଖର ଗାଁ ଠୁ ସହର

    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    • By jmjnewso
    • September 13, 2026
    • 47 views
    ନୂଆଁଖାଇ ପାଇଁ ଚଳଚଞ୍ଚଳ ଗାଁଠୁ ସହର, ଶାଳପତ୍ରର ଚାହିଦା ବଢୁଛି

    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    • By jmjnewso
    • September 13, 2026
    • 30 views
    ଅମିତ ଶାହଙ୍କ ବଡ ଘୋଷଣା, ୨୦୨୯ ପୂର୍ବରୁ NDA ଶାସିତ ସମସ୍ତ ୨୧ଟି ରାଜ୍ୟରେ ଲାଗୁହେବ UCC

    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    • By jmjnewso
    • September 13, 2026
    • 70 views
    ସ୍ୱର୍ଗଦ୍ୱାରରେ ସରିଗଲା କାଠ ,୩ ଘଣ୍ଟା ଧରି ପଡ଼ିରହିଲେ ୨୫ରୁ ଊର୍ଦ୍ଧ୍ବ ଶବ

    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    • By jmjnewso
    • September 13, 2026
    • 43 views
    ଅନିଲ୍ସ ଉତ୍ସବ -୨୦୨୬ ଅନୁଷ୍ଠିତ

    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ

    • By jmjnewso
    • September 13, 2026
    • 61 views
    ଘରୋଇ ବସ୍ ମାଡିଯାଇ ନାବାଳିକା ମୃତ: ପ୍ରତିବାଦରେ ଗ୍ରାମବାସୀଙ୍କ ରାସ୍ତାରୋକ