ଶନିବାରମପେଟା ପ୍ରାଥମିକ ବିଦ୍ୟାଳୟ ରେ ୮୪ତମ ବାର୍ଷିକ ଉତ୍ସବ।

Spread the love

କୁକୁଡାଖଣ୍ଡି : ଜେଏମଜେ ନ୍ୟୁଜ : ସରକାରୀ ପ୍ରାଥମିକ ବିଦ୍ୟାଳୟ ଶନିବାରମପେଟାର ଚଳିତବର୍ଷ ବାର୍ଷିକ ଉତ୍ସବ ଉଦଯାପିତ ହୋଇଯାଇଛି।
ଏଥିରେ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନୀହାରିକା ପଟ୍ଟନାୟକ ସଭାପତିତ୍ୱ କରିଥିବା ବେଳେ ସରକାରୀ ଶିକ୍ଷୟିତ୍ରୀ ପ୍ରଗତି ପାତ୍ର ସଂପୂର୍ଣ୍ଣ କାର୍ଯ୍ୟକ୍ରମ କୁ ସଂଚାଳିତ ଓ ସଂଯୋଜନା କରିଥିଲେ। ମୂଖ୍ୟ ଅତିଥି ରୂପେ ସ୍ଥାନୀୟ କରଣସାହି – ଆଂଚଳିକ ସାଧନ କେନ୍ଦ୍ର ର ସଂଯୋଜକ ଅନୁଜ କୁମାର ପ୍ରଧାନ ଉପସ୍ଥିତ ରହିଥିବା ବେଳେ ମୁଖ୍ଯବକ୍ତା ରୂପେ ପ୍ରାକ୍ତନ ପ୍ରାଧ୍ଯାପକ ବିବେକାନନ୍ଦ କର , ଅନ୍ଯତମ ଅତିଥି ରୂପେ ସେହି ସ୍କୁଲର ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ଦାଶ ପିଲାଙ୍କ ଉଦ୍ଦେଶ୍ଯ ରେ ଅଭିଭାଷଣ ରଖିଥିଲେ। ଏହି କାର୍ଯ୍ୟକ୍ରମର ସଫଳତା ଆଣିବା ନିମନ୍ତେ ମନୋଜ ପଟ୍ଟନାୟକ ତଥା ପ୍ରାକ୍ତନ ଛାତ୍ରୀ ଶ୍ରେୟା ସେଠୀ ଅହରହ ଉଦ୍ଯମରତ ଥିଲେ।
ବାର୍ଷିକ ଖେଳକୁଦ ରେ ପ୍ରଥମ, ଦ୍ବିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା। ପରିଶେଷରେ ବିଦ୍ଯାଳୟ ରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇଛି.

  • jmjnewso

    Related Posts

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    Spread the love

    Spread the love କୋଦଳା : ଜେଏମଜେ ନ୍ୟୁଜ (ଭଗବାନ ପାଢ଼ୀ ): ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ ଟଙ୍କା.. ତାହା ପୁଣି ସରକାରୀ ଟଙ୍କା।ବିଜେପି ରଙ୍ଗ, ବିଜେପି ଚିହ୍ନ, ଲଗାଇ ନେତା ମନ୍ତ୍ରୀ ଙ୍କୁ ଖୁସି…

    ଆଜି ଶ୍ରୀଜିଉଙ୍କ ଅଧର ପଣା ଭୋଗ ଲାଗି ନୀତି

    Spread the love

    Spread the loveପୁରୀ :ଜେଏମଜେ ନ୍ୟୁଜ : ଆଜି ଦ୍ୱାଦଶୀ ତିଥିରେ ରଥାରୂଢ଼ ଠାକୁରଙ୍କୁ ଅଧର ପଣା ଭୋଗ ଲାଗିବ । ଶ୍ରୀମନ୍ଦିର ପ୍ରଶାସନ ଅନୁସାରେ ଅଧର ନୀତି ସମୟ ରାତି ୮ଟା ରହିଛି । ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଧର ଉଚ୍ଚା ତୁମ୍ୱାକୃତି…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026