ଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

Spread the love

ଭୁବନେଶ୍ୱର : ଜେଏମଜେ ନ୍ୟୁଜ : ବରିଷ୍ଠ ପ୍ରଶାସନିକ ଅଧିକାରୀ ଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ। ନୂଆଅନୁ ଗର୍ଗ ହେଲେ ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ ବର୍ଷରୁ ଦାୟିତ୍ଵ ଗ୍ରହଣ କରିବେ ଅନୁ ଗର୍ଗ। ୧୯୯୧ ବ୍ୟାଚର ଆଇଏଏସ ଅଫିସର ଅନୁ ବର୍ତ୍ତମାନ ମୁଖ୍ୟ ଶାସନ ସଚିବ ଥିବା ମନୋଜ ଆହୁଜାଙ୍କ ସ୍ଥାନ ନେଇଛନ୍ତି। ଆସନ୍ତା ୩୧ରେ ସରିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଅନୁ ଗର୍ଗ ବର୍ତ୍ତମାନ ଉନ୍ନୟନ କମିଶନର ମୁଖ୍ୟ ସଚିବ ଅଛନ୍ତି। ଉଲ୍ଲେଖନୀୟ ଅନୁ ଗର୍ଗ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ଭାବେ କାର୍ଯ୍ୟ କରିବାକୁ ଯାଉଛନ୍ତି। ଅନୁ ଗର୍ଗଙ୍କୁ ମୁଖ୍ୟ ଶାସନ ସଚିବ କରି ମହିଳା କାର୍ଡ ଖେଳିଛନ୍ତି ମୋହନ ମାଝୀଙ୍କ ସରକାର।
ଅନୁ ଗର୍ଗଙ୍କ ନାମରେ ମୋହର ବାଜିବା ସହ ସେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ହୋଇଛନ୍ତି। ସାମାଜିକ କ୍ଷେତ୍ରରେ ତାଙ୍କର ବ୍ୟାପକ ଅଭିଜ୍ଞତା ଏବଂ ନେତୃତ୍ୱକୁ ଦୃଷ୍ଟିରେ ରଖି ଅନୁ ଗର୍ଗ ଓଡ଼ିଶାରେ ମୁଖ୍ୟ ସଚିବ ପଦବୀ ଦୌଡ଼ରେ ପ୍ରବଳ ଦାବିଦାର ଥିଲେ। ସବୁଠୁ ବଡ଼ କଥା ହେଉଛି ରାଜ୍ୟ ସରକାର ଏଥର ମହିଳା କାର୍ଡ ଖେଳିଛନ୍ତି।

  • jmjnewso

    Related Posts

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    Spread the love

    Spread the loveଭୁବନେଶ୍ୱର :ଜେଏମଜେ ନ୍ୟୁଜ : ଦଳି ଆଦେଶ ମିଳିବା ମାତ୍ରେ ତାହାକୁ ପାଳନ କରିବାକୁ ପଡ଼ିବ । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସବୁ ବିଭାଗ ଓ ଜିଲାପାଳଙ୍କୁ କଡ଼ା ଚିଠି । ପ୍ରତିବର୍ଷ ଏପ୍ରିଲ ୧୫ରୁ ଜୁନ…

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    Spread the love

    Spread the loveଭୁବନେଶ୍ୱର, ୨୧।୪ : ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକର…

    Leave a Reply

    Your email address will not be published. Required fields are marked *

    You Missed

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ମନଇଚ୍ଛା ବଦଳି ନେଇପାରିବେନି ସରକାରୀ ଅଧିକାରୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ଆଜି ଅପରାହ୍ନ ୪ଟାରେ ମମତାଙ୍କ ସାମ୍ବାଦିକ ସମ୍ମିଳନୀ

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ପଶ୍ଚିମବଙ୍ଗ ନିର୍ବାଚନ ଫଳାଫଳ ୨୦୨୬: ଟିଏମସିକୁ ପଛରେ ପକାଇ ଆଗରେ ବିଜେପି

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାହାଘର ପ୍ରୋଶେସନ ବେଳେ ସଂଘବଦ୍ଧ ଆକ୍ରମଣରେ ଯୁବକ ମୃତ: ପ୍ରବଳ ଉତ୍ତେଜନା. ପୋଲିସ ମୁତୟନ।

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ବାଚସ୍ପତି କମିଟି ସମ୍ମିଳନୀ: ଦଳ ବଦଳ ଆଇନ ଉପରେ ତର୍ଜମା

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!

    ଇଣ୍ଡି ମେଣ୍ଟ ମୁହାଁ ବିଜେଡି!