ହତ୍ୟାକାରୀ ଙ୍କୁ ଆଜୀବନ ଦଣ୍ଡ ଶୁଣାଇଲେ ମାନ୍ୟବର ଅଦାଲତ।

Spread the love

କବିସୂର୍ଯ୍ୟନଗର : ଜେଏମଜେ ନ୍ୟୁଜ : ହତ୍ୟାକାରୀ ଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କଲେ ମାନ୍ୟବର କୋଦଳା ADJ..ବିଗତ 4 ବର୍ଷ ପୂର୍ବେ ଗାଁ ଦାଣ୍ଡରେ ଛୁରୀ ଭୁସି ଅମାନୁଷିକ ଭାବେ ହତ୍ୟା କରିବା ପରେ କବିସୂର୍ଯ୍ୟନଗର ଥାନାରେ ଏକ ମାମଲା ରୁଜୁ ହୋଇଥିଲା.. ଯାହା ସୂଚନା ମିଳିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବରିଡା ଏ ଗ୍ରାମରେ ଗତ 16.4 2021ରେ 2 ହଜାର ଟଙ୍କା ବକେୟା ଆଦାୟ କରିବାକୁ କେନ୍ଦ୍ର କରି ରାଧାକୃଷ୍ଣ ସାହୁଙ୍କୁ ଟୁକୁନା ଖଟେଇ ବରିଡା ଗ୍ରାମର ଜଗନ୍ନାଥ ମନ୍ଦିର ସାମନା ରେ ହତ୍ୟା କରିଥିଲା। ଏନେଇ କବିସୂର୍ଯ୍ୟନଗର ଥାନାରେ ଅଭିଯୋଗ ହେବା ପରେ ତତ୍କାଳୀନ ଥାନା ଅଧିକାରୀ ପ୍ରଭାତ ସାହୁ ଥାନା କେଶ ନଂ 138/21 ଦଫା 302 ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ବେଳେ ଉପଯୁକ୍ତ ସାକ୍ଷୀ, ପ୍ରମାଣ କୁ ଭିତ୍ତି କରି ଆଜି ହତ୍ୟାକାରୀଙ୍କୁ କୋଦଳା ADJ ଆଜୀବନ କାରାଦଣ୍ଡ ଶୁଣାଇଥିବା ଜଣାଯାଇଛି.. ତତ୍କାଳୀନ ଥାନା ଅଧିକାରୀ ପ୍ରଭାତ ସାହୁ ଙ୍କ ନିରପେକ୍ଷ ତଦନ୍ତ ରିପୋର୍ଟ କୁ ନେଇ ଦୋଷୀ ଦଣ୍ଡ ପାଇବା ପରେ ମୃତକ ଙ୍କ ପକ୍ଷରୁ ସାଧୁବାଦ ଜଣାଇଛନ୍ତି.

  • jmjnewso

    Related Posts

    ଭଞ୍ଜନଗର ଥାନାରେ ତୃତୀୟ ମୋବାଇଲ ମେଳା

    Spread the love

    Spread the loveଭଞ୍ଜନଗର : ଜେଏମଜେ ନ୍ୟୁଜ (ପୁରୁଷୋତ୍ତମ ମହାପାତ୍ର ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନାରେ ଚଳିତ ବର୍ଷର ତୃତୀୟ ମୋବାଇଲ ମେଳା ଅନୁଷ୍ଠିତ ହୋଇଥିଲା। ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୩୫ଟି…

    କୁଶପଡା ରେ ନିଆରା ବାହୁଡା଼ ଯାତ୍ରା

    Spread the love

    Spread the love ଦିଗପହଣ୍ଡି : ଜେଏମଜେ ନ୍ୟୁଜ (ଗଜାନନ ତ୍ରିପାଠୀ ): ଓଡ଼ିଶା ରାଜ୍ୟ ଗଂଜାମ ଜିଲ୍ଲା ଦିଗପହଣ୍ଡିର କୁଶପଡ଼ାରେ ଗ୍ରାମରେ କବିରୀଜ ଡ଼କ୍ଟର ଗଜାନନ ତ୍ରିପାଠୀ ଆଇନଜୀବୀ ଏବଂ ସାମ୍ବାଦିକ ଙ୍କ ଦ୍ବାରା ପ୍ରତିଷ୍ଠିତ ଚତୁର୍ଦ୍ଧା ଦୁରୁ ଦିଅଁ…

    Leave a Reply

    Your email address will not be published. Required fields are marked *

    You Missed

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    ଆହତ ପୁଲିସଙ୍କ ପାଇଁ ନ୍ୟାୟ ଦାବି : ଜୁଲାଇ ୩୧ରେ ଦିନିକିଆ ଧାରଣା

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOର ଫାଇଲ ଗାୟବ ଘଟଣାରେ ବିଜେପିର କଡ଼ା ଚେତାବନୀ : ଯିଏ ଦୋଷୀ ସେ ଜେଲ୍ ଯିବେ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    CMOରୁ ଫାଇଲ ନେଇଥିବା ଅଧିକାରୀ ଚିହ୍ନଟ, ଦରକାର ପଡ଼ିଲେ ବିଦେଶ ଯିବ ପୁଲିସ’ : ସୁରେଶ ପୂଜାରୀ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    କାର୍ଯ୍ୟାନୁଷ୍ଠାନ ପାଇଁ ୮ ରାଜ୍ୟକୁ ନୋଟିସ୍ ଜାରି କଲେ ସୁପ୍ରିମକୋର୍ଟ

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    ବିଜେପି ର ପ୍ରଚାର ରେ ଲଗେଇଲେ କୋଡିଏ ଲକ୍ଷ!ଦୁର୍ନୀତିର ସର୍ବାଗ୍ରେ କୋଦଳା…

    “ଜନତା ମାଗେ ଜବାବ “28 ଜୁଲାଇ 2026